Base Word
εὐλογητός
Short Definitionadorable
Long Definitionblessed, praised
Derivationfrom G2127
Same asG2127
International Phonetic Alphabetɛβ.lo.ɣeˈtos
IPA modev.low.ɣe̞ˈtows
Syllableeulogētos
Dictionev-loh-gay-TOSE
Diction Modave-loh-gay-TOSE
Usageblessed

Mark 14:61
କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲନୋହିଁ।

Luke 1:68
ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।

Romans 1:25
ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।

Romans 9:5
ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

2 Corinthians 1:3
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।

2 Corinthians 11:31
ପରମେଶ୍ବର ଜାଣନ୍ତି ଯେ, ମୁଁ ମିଥ୍ଯା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା।

Ephesians 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।

1 Peter 1:3
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்