ରେରିତମାନଙ୍କ କାର୍ଯ୍ୟର ବିବରଣ 26:29
ପାଉଲ ଉତ୍ତର ଦେଲେ, ପରମେଶ୍ବର କରନ୍ତୁ, ଶୀଘ୍ର ବା ବିଳମ୍ବ ରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମାେ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମାେ ପରି ହୁଅନ୍ତୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:29
ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:3
ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:7
ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:9
ଯଦି ତୁମ୍ଭମାନେେ ବଳବାନ ଆମ୍ଭେ ଦୁର୍ବଳ ହବୋ ରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ ଅଧିକରୁ ଅଧିକ ଶକ୍ତିଶାଳୀ ହାଇେ ଯାଅ।
ଯାକୁବଙ୍କ ପତ୍ 5:16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
ଯୋହନଙ୍କ ତୃତୀୟ ପତ୍ର 1:2
ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳ ରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲ ରେ ଥିବ। ତୁମ୍ଭର ଉତ୍ତମ ସ୍ବାସ୍ଥ୍ଯ ପାଇଁ ମୁଁ ପ୍ରାର୍ଥନା କରୁଛି।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்