Base Word
ἡμᾶς
Short Definitionus
Long Definitionus, we, our etc.
Derivationaccusative case plural of G1473
Same asG1473
International Phonetic Alphabetheˈmɑs
IPA mode̞ˈmɑs
Syllablehēmas
Dictionhay-MAHS
Diction Moday-MAHS
Usageour, us, we

Matthew 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

Matthew 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

Matthew 8:25
ଶିଷ୍ଯମାନେ ଯୀଶୁଙ୍କ ପାଖ ରେ ଥିଲେ। ସମାନେେ ଯୀଶୁଙ୍କୁ ଉଠାଇଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡି ମରିୟିବା ଉପରେ।

Matthew 8:29
ସମାନଙ୍କେ ନିମନ୍ତେ କହେି ସହେି ବାଟେ ଯାଇପାରୁ ନଥିଲେ। ସମାନେେ ପାଟିକରି କହିଲେ, ହେ ପରମେଶ୍ବରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ଉପୟୁକ୍ତ ସମୟ ପୂର୍ବରୁ ତୁମ୍ଭେ କ'ଣ ଆମ୍ଭକୁ ଦଣ୍ଡ ଦବୋପାଇଁ ଆସିଛ?

Matthew 8:31
ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦହରେୁ ତଡି ଦବୋକୁ ଚାହୁଁଛ, ତବେେ ଆମ୍ଭକୁ ଘୁଷୁରୀ ପଲ ରେ ଛାଡିଦିଅ।

Matthew 9:27
ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।

Matthew 13:56
ତାର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠା ରେ ଅଛନ୍ତି। ତବେେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?

Matthew 17:4
ଏହା ଦେଖି ପିତର ଯୀଶୁଙ୍କୁ କହିଲେ, ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠା ରେ ଅଛୁ। ଆପଣ ଚାହିଁଲେ ମୁଁ ଏଠା ରେ ତିନୋଟି ତମ୍ବୁ ଟାଣି ଦବେି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।

Matthew 20:7
ସମାନେେ କହିଲେ, 'ଆମ୍ଭକୁ କହେି ମଜିରୀ ଦଇେ କାମ କରିବାକୁ ଡ଼ାକି ନାହିଁନ୍ତି।' ଜମିଦାର ଜଣକ ସମାନଙ୍କେୁ କହିଲେ, 'ତୁମ୍ଭମାନେେ ମଧ୍ଯ ଯାଇ ମାରେ ଦ୍ରାକ୍ଷା ବଗିଚ଼ା ରେ କାମ କର।'

Matthew 20:30
ରାସ୍ତା ପାଖ ରେ ଦୁଇଜଣ ଅନ୍ଧ ବସିଥିଲେ। ସମାନେେ ଶୁଣିଲେ ଯେ ଯୀଶୁ ସେ ବାଟ ଦଇେ ଯାଉଛନ୍ତି। ସମାନେେ ପାଟି କଲେ, ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।

Occurences : 179

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்