Base Word
ἀλήθεια
Short Definitiontruth
Long Definitionobjectively
Derivationfrom G0227
Same asG0227
International Phonetic Alphabetɑˈle.θi.ɑ
IPA modɑˈle̞.θi.ɑ
Syllablealētheia
Dictionah-LAY-thee-ah
Diction Modah-LAY-thee-ah
Usagetrue, X truly, truth, verity

Matthew 22:16
ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।

Mark 5:33
ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।

Mark 12:14
ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?

Mark 12:32
ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, ଗୁରୁ, ପ୍ରଭୁ ପରମେଶ୍ବର ଯେ ଏକ ଓ ତାହାଙ୍କ ଛଡା ଆଉ ଅନ୍ୟ କହେି ନାହିଁ, ଏହା ତୁମ୍ଭେ ଠିକ୍ କହିଛ।

Luke 4:25
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏଲିୟଙ୍କ ସମୟରେ ଇସ୍ରାଯଲେ ରେ ଯେତବେେଳେ ତିନି ବର୍ଷ ଛଅ ମାସ ପର୍ୟ୍ଯନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶ ରେ ଭୀଷଣ ଦୁର୍ଭିକ୍ଷ ପଡିଲା, ସେତବେେଳେ ଇଶ୍ରାୟେଲ ରେ ବହୁ ସଂଖ୍ଯା ରେ ବିଧବା ଥିଲେ।

Luke 20:21
ସହେି ଲୋକମାନେ ଯୀଶୁଙ୍କୁ କହିଲେ, ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁନାହାଁନ୍ତି। ଆପଣ ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ଯ।

Luke 22:59
ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ ଭାବରେ କହିଲା, ଏହା ସତ୍ଯ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ। ସହେି ଲୋକ କହିଲା ଯେ ସେ ଏ ବିଷୟ ରେ ସମ୍ପୂର୍ଣ୍ଣ ନିଃସନ୍ଦହେ।

John 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।

John 1:17
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।

John 3:21
କିନ୍ତୁ ଯେଉଁ ଲୋକ ସତ୍ଯପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆ ସେ। ତା'ପରେ ଆଲୋକ ସ୍ପଷ୍ଟ ଦଖାଇେ ଦବେ ଯେ ସେ ଲୋକ ଯେଉଁ କାର୍ୟ୍ଯ କରିଛି ତାହା ସେ ପରମେଶ୍ବରଙ୍କ ମାଧ୍ଯମ ରେ କରିଛି।

Occurences : 110

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்