No lexicon data found for Strong's number: 2298

Matthew 21:42
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

Mark 12:11
ପ୍ରଭୁ ତାହା କଲେ ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ୟ୍ଯଜନକ।'ଗୀତସଂହିତା 118:22-23

John 9:30
ଲୋକଟି ଉତ୍ତର ଦଲୋ, ଏହା ବଡ ଆଶ୍ଚର୍ୟ୍ଯ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣିନାହଁ। କିନ୍ତୁ ସେ ମାେ ଆଖି ଭଲ କରି ଦଇେଛନ୍ତି।

2 Corinthians 11:14
ଏହା ଆମ୍ଭକୁ ଆଶ୍ଚର୍ୟ୍ଯ ଲାଗୁ ନାହିଁ। କାରଣ ଏପରି କି ଶୟତାନ ନିଜେ ମଧ୍ଯ ତଜେସ୍ବୀ ସ୍ବର୍ଗଦୂତର ରୂପ ଧାରଣ କରେ।

1 Peter 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

Revelation 15:1
ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।

Revelation 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்