Base Word
ἴαμα
Short Definitiona cure (the effect)
Long Definitiona means of healing, remedy, medicine
Derivationfrom G2390
Same asG2390
International Phonetic Alphabetˈi.ɑ.mɑ
IPA modˈi.ɑ.mɑ
Syllableiama
DictionEE-ah-ma
Diction ModEE-ah-ma
Usagehealing

1 Corinthians 12:9
ସହେି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ବାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।

1 Corinthians 12:28
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।

1 Corinthians 12:30
ସମସ୍ତେ କ'ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କ'ଣ ବିଭିନ୍ନ ଭାଷା କହନ୍ତି ? ସମସ୍ତେ କ'ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି ?

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்