Base Word
κάμηλος
Short Definitiona "camel"
Long Definitioncamel
Derivationof Hebrew origin (H1581)
Same asH1581
International Phonetic Alphabetˈkɑ.me.los
IPA modˈkɑ.me̞.lows
Syllablekamēlos
DictionKA-may-lose
Diction ModKA-may-lose
Usagecamel

Matthew 3:4
ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

Matthew 19:24
ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ।

Matthew 23:24
ତୁମ୍ଭମାନେେ ଲୋକଙ୍କୁ ମାର୍ଗ ବତାଉଛ। କିନ୍ତୁ ତୁମ୍ଭମାନେେ ନିଜେ ଅନ୍ଧ। ତୁମ୍ଭମାନେେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।

Mark 1:6
ଯୋହନ ଓଟ ଲୋମ ରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଚାରିପଟେ ଗୋଟିଏ ଚମଡାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

Mark 10:25
ଜଣେ ଧନୀ ଲୋକର ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ ଗୋଟିଏ ଛୁଞ୍ଚି କଣା ରେ ଗଳି ଯାଇ ପାରିବା ସହଜ।

Luke 18:25
ଜଣେ ଧନୀଲୋକ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଛୁଞ୍ଚି କଣାଦଇେ ଓଟଟିଏ ଗଳିୟିବା ଅଧିକ ସହଜ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்