Hebrews 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
Occurences : 2
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்