Base Word
κόφινος
Short Definitiona (small) basket
Long Definitiona basket, wicker basket
Derivationof uncertain derivation
Same as
International Phonetic Alphabetˈko.fi.nos
IPA modˈkow.fi.nows
Syllablekophinos
DictionKOH-fee-nose
Diction ModKOH-fee-nose
Usagebasket

Matthew 14:20
ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।

Matthew 16:9
ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।

Mark 6:43
ସମସ୍ତେ ଖାଇ ସାରିବା ପରେ ଶିଷ୍ଯମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡିକୁ ବାରଟି ଟୋକଇେ ରେ ସଂପୂର୍ଣ୍ଣ କରି ଭର୍ତ୍ତି କଲେ।

Mark 8:19
ମୁଁ ଯେତବେେଳେ ପାଞ୍ଚ ହଜାର ଲୋକଙ୍କ ପାଇଁ ପାଞ୍ଚଟି ରୋଟୀ ଖଣ୍ଡ ଖଣ୍ଡ କରି ତୁମ୍ଭକୁ ଦଇେଥିଲି, ମନେ ପକଇେଲ, ତୁମ୍ଭମାନେେ କତେୋଟି ଟୋକଇେ ରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?

Luke 9:17
ସବୁ ଲୋକ ଖାଇଲେ ଓ ତୃପ୍ତ ହାଇଗେଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ଯମାନେ ବାରଟି ଟୋକଇେ ରେ ଭର୍ତ୍ତିକଲେ।

John 6:13
ତେଣୁ ଶିଷ୍ଯମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କବଳେ ମାତ୍ର ପାନ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ଯମାନେ ବଳକା ଖାଦ୍ୟକୁ ବାରଟି ଟୋକାଇ ରେ ଭର୍ତ୍ତି କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்