Acts 27:7
ଆମ୍ଭମାନେେ କିଛି ଦିନ ଧୀ ରେ ଧୀ ରେ ଯାତ୍ରା କଲୁ। ଶଷେ ରେ ବହୁତ ଅସୁବିଧା ରେ ସମ୍ମୁଖୀନ ହାଇେ କ୍ଲିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋର୍ ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋଲୀର ନିକଟ କ୍ରୀତୀ ଦ୍ବୀପ ଉପକୂଳ ଦଇେ ଯାତ୍ରା କଲୁ।
Acts 27:12
ସହେି ବନ୍ଦରଟି ଶୀତ କଟଇବୋ ପାଇଁ ଅନୁପୟୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୋନୀକ୍ ରେ ପହଞ୍ଚିବା ଆଶା ରେ ସଠାେରେ ଆମ୍ଭ ସହିତ ୟିବା ପାଇଁ ଓ ଶୀତଋତୁ କଟଇବୋ ପାଇଁ ପରାମର୍ଶ ଦେଲେ। ଫୋନୀକ୍ସ୍ କ୍ରୀତି ଉପଦ୍ବୀପର ଗୋଟିଏ ନଗର। ଫୋନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।
Acts 27:13
ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।
Acts 27:21
ଶଷେ ରେ ପାଉଲ ସମାନଙ୍କେୁ କହିଲେ, ବନ୍ଧୁଗଣ, ତୁମ୍ଭମାନେେ ଯଦି ମାେ କଥା ଶୁଣି କ୍ରୀତି ଉପଦ୍ବୀପରୁ ଜାହାଜ ଛାଡ଼ି ନଥାନ୍ତ, ତବେେ ତୁମ୍ଭମାନଙ୍କେର ଏ ଜାହାଜ ନଷ୍ଟ ହାଇେ ନଥାନ୍ତା ଓ ଏତେ କ୍ଷତି ଘଟି ନଥାନ୍ତା।
Titus 1:5
ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்