Base Word
κύων
Short Definitiona dog ("hound") (literally or figuratively)
Long Definitiona dog
Derivationa primary word
Same as
International Phonetic Alphabetˈky.on
IPA modˈkju.own
Syllablekyōn
DictionKOO-one
Diction ModKYOO-one
Usagedog

Matthew 7:6
'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

Luke 16:21
ଧନୀଲୋକ ଖାଇସାରିବା ପରେ ଯାହା ଛାଡି ଦିଏ ସହେି ଅଇଁଠା ଅଂଶତକ ଖାଇବାକୁ ଚାହୁଁଥିଲା। କୁକୁରମାନେ ଆସି ତା'ର ଘାଆକୁ ଚାଟୁଥିଲେ।

Philippians 3:2
ଯେଉଁମାନେ ମନ୍ଦକର୍ମ ରେ ଲିପ୍ତ, ସମାନଙ୍କେଠାରୁ ସାବଧାନ ହାଇେ ରୁହ, ସମାନେେ କୁକୁରମାନଙ୍କ ପରି। ସମାନେେ ଲୋକମାନଙ୍କୁ ସୁନ୍ନତ287 ହବୋପାଇଁ ଦାବୀ କରନ୍ତି।

2 Peter 2:22
ସହେି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ଯ ପ୍ରବାଦ ଭଳି : କୁକୁର ବାନ୍ତି କଲା ପରେ ପୁନର୍ବାର ତା' ବାନ୍ତି ଖାଇବାକୁକ ଆ ସେ341 ଓ ଘୁଷୁରୀଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କ ରେ ଗଡ଼େ।

Revelation 22:15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்