Base Word
λίαν
Short Definitionmuch (adverbially)
Long Definitiongreatly, exceedingly, exceedingly beyond measure
Derivationof uncertain affinity
Same as
International Phonetic Alphabetˈli.ɑn
IPA modˈli.ɑn
Syllablelian
DictionLEE-an
Diction ModLEE-an
Usageexceeding, great(-ly), sore, very (+ chiefest)

Matthew 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।

Matthew 4:8
ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.

Matthew 8:28
ଯୀଶୁ ହ୍ରଦର ଆରପଟ ରେ ଥିବା ଗାଦରୀୟ ଲୋକଙ୍କ ରାଜ୍ଯ ରେ ପହନ୍ଚିଲେ। ଭୁତ ଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥନରୁ ବାହାରି ତାହାଙ୍କୁ ଭଟେିଲେ। ସମାନେେ ବହୁତ ଭୟଙ୍କର ଥିଲେ।

Matthew 27:14
କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦବୋକୁ ମନାକଲେ। ଏଥି ରେ ପୀଲାତ ବଡ଼ ଆଶ୍ଚର୍ୟ୍ଯ ହାଇଗେଲେ।

Mark 1:35
ତା'ପର ଦିନ ସକାଳେ ଯୀଶୁ ଶୀଘ୍ର ଉଠି ପଡିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ସଠାେରେ ସେ ପ୍ରାର୍ଥନା କଲେ।

Mark 6:51
ତା'ପରେ ସେ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଚଢିଗଲେ। ପବନ ବନ୍ଦ ହାଇଗେଲା। ଏଥି ରେ ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ।

Mark 9:3
ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହାଇଗେଲା। ତାହା ଏତେ ଉଜ୍ଜଳ ଓ ଧଳା ଥିଲା ଯେ ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।

Mark 16:2
ସପ୍ତାହର ସହେି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ େଯ୍ଯାଦୟ ପରେ ପରେ ସମାନେେ କବର ପାଖକୁ ଗଲେ।

Luke 23:8
େ ହରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସି ହାଇଗେଲେ। େ ହରୋଦ ଯୀଶୁଙ୍କ ବିଷୟ ରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। େ ହରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ୟ୍ଯକର୍ମ ଦେଖିବାକୁ ଚାହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗ ରେ ଯୀଶୁ କିଛି ଆଶ୍ଚର୍ୟ୍ଯକର୍ମ ପ୍ରଦର୍ଶନ କରିବେ।

2 Corinthians 11:5
ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்