No lexicon data found for Strong's number: 3035

John 2:6
ସହେି ସ୍ଥାନ ରେ ଛଅଟି ପଥରର ବଡ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ଯବହାର କରୁଥିଲେ। ପ୍ରେତ୍ୟକକ ଜଳକୁଣ୍ଡ ରେ ପ୍ରାୟ ଶ ହରେୁ ଶ ହେ ପଚାଶ ଲିଟର ପାଣି ଧରୁଥିଲା।

2 Corinthians 3:3
ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।

Revelation 9:20
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ବାରା ପ୍ରାଣ ହରାଇ ନ ଥିଲେ, ସମାନେେ ତଥାପି ସମାନଙ୍କେର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସମାନେେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ଯ ନିଜକୁ ଦୂ ରଇେ ଦେଲେ ନାହିଁ। ସମାନେେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠ ରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்