Base Word
μέτωπον
Short Definitionthe forehead (as opposite the countenance)
Long Definitionthe space between the eyes, the forehead
Derivationfrom G3326 and ops (the face)
Same asG3326
International Phonetic Alphabetˈmɛ.to.pon
IPA modˈme̞.tow.pown
Syllablemetōpon
DictionMEH-toh-pone
Diction ModMAY-toh-pone
Usageforehead

Revelation 7:3
ସେ ଚାରି ଦୂତଙ୍କୁ କହିଲେ, ଆମ୍ଭମାନେେ ଆମ୍ଭର ପରମେଶ୍ବରଙ୍କର ଲୋକମାନଙ୍କର କପାଳ ରେ ମୁଦ୍ରାଙ୍କିତ ନ କରିବା ପର୍ୟ୍ଯନ୍ତ ତୁମ୍ଭମାନେେ ପୃଥବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।

Revelation 9:4
ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳ ରେ ପରମେଶ୍ବରଙ୍କର ମୁଦ୍ରା ନାହିଁ, କବଳେ ସହେି ଲୋକମାନଙ୍କର କ୍ଷତି କରିବାକୁ ସମାନଙ୍କେୁ କୁହାଗଲା।

Revelation 13:16
ଦ୍ବିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ବାଧୀନ ଓ ପରାଧୀନ ନିର୍ବିଶଷେ ରେ ସମସ୍ତଙ୍କୁ ସମାନଙ୍କେ ଦକ୍ଷିଣ ହାତ ରେ କିମ୍ବା ସମାନଙ୍କେ କପାଳ ରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ଯ କଲା।

Revelation 14:1
ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

Revelation 14:9
ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ବର ରେ ଅନୁସରଣ କରି କହିଲେ, ଯଦି କହେି ଲୋକ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା' ନିଜ କପାଳ ରେ ଓ ହାତ ରେ ତା'ର ଚିହ୍ନ ଧାରଣ କରେ,

Revelation 17:5
ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :

Revelation 20:4
ତା'ପରେ ମୁଁ ତିନୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସହେି ଲୋକମାନଙ୍କୁ ବିଚାର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହବୋ ଓ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କରିବା ହତେୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସହେି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସହେି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସମାନେେ ତାହାଙ୍କ କପାଳ ରେ ବା ହାତ ରେ ସହେି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସମାନେେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କଲେ।

Revelation 22:4
ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்