No lexicon data found for Strong's number: 3544

Matthew 22:35
ଜଣେ ଫାରୂଶୀ ମାଶାଙ୍କେ ବ୍ଯବସ୍ଥା ବିଷୟ ରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷା ରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲା।

Luke 7:30
କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସମାନଙ୍କେ ପାଇଁ ପରମେଶ୍ବରଙ୍କ ଦତ୍ତ ଯୋଜନାକୁ ଅସ୍ବୀକାର କଲେ ଓ ଯୋହନଙ୍କ ଦ୍ବାରା ବାପ୍ତିସ୍ମା ଗ୍ରହଣ କଲେ ନାହିଁ।

Luke 10:25
ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?

Luke 11:45
ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, ଗୁରୁ, ଆପଣ ଯେତବେେଳେ ଫାରୂଶୀମାନଙ୍କ ବିଷୟ ରେ ଏହିଭଳି କଥା କହୁଛନ୍ତି, ସେତବେେଳେ ଆମ୍ଭ ଦଳକୁ ମଧ୍ଯ ଅପମାନ ଦେଉଛନ୍ତି।

Luke 11:46
ଏହା ଶୁଣି ଯୀଶୁ କହିଲେ, ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭମାନେେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହାଇଯୋଉଛି। ଏହି ନିୟମଗୁଡିକୁ ମାନିବା ପାଇଁ ତୁମ୍ଭମାନେେ ଲୋକଙ୍କୁ ବାଧ୍ଯ କରୁଛ କିନ୍ତୁ ନିଜେ କବେେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁନାହଁ।

Luke 11:52
ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭମାନେେ ଈଶ୍ବର ଜ୍ଞାନର ଚାବିକାଠି ଲୁଚଇେ ଦଲେ। ନିଜ ଐଶ୍ବରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଚାହୁଁଥିଲେ, ସମାନଙ୍କେୁ ମଧ୍ଯ ଶିଖିବାକୁ ଦଲନୋହିଁ।

Luke 14:3
ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?

Titus 3:9
ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

Titus 3:13
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்