Romans 2:23
କିନ୍ତୁ ତୁମ୍ଭେ ମନ୍ଦିରରୁ ଚେ଼ାରୀ କରୁଛ। ତୁମ୍ଭେ ପରମେଶ୍ବରଙ୍କ ବ୍ଯବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସହେି ବ୍ଯବସ୍ଥା ଭଙ୍ଗ କରି ପରମେଶ୍ବରଙ୍କୁ ଲଜ୍ଜା ଦେଉଛ।
Romans 4:15
କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
Romans 5:14
କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।
Galatians 3:19
ତା' ହେଲେ ବ୍ଯବସ୍ଥାର ପ୍ରଯୋଜନ କ'ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦଖାଇବୋ ଲାଗି ବ୍ଯବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶଷେ ସନ୍ତାନଙ୍କ ଆସିବା ପର୍ୟ୍ଯନ୍ତ ବ୍ଯବସ୍ଥା ଜାରି ରହିବାର ଥିଲା। ପରମେଶ୍ବରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧ ରେ ଥିଲା। ବ୍ଯବସ୍ଥାଗୁଡ଼ିକ ସ୍ବର୍ଗଦୂତମାନଙ୍କ ଜରିଆ ରେ ଦିଆଯାଇଥିଲା। ସ୍ବର୍ଗଦୂତମାନେ ମାଶାଙ୍କେ ମଧ୍ଯସ୍ଥତା ରେ ମନୁଷ୍ଯମାନଙ୍କୁ ଦେଲେ।
1 Timothy 2:14
ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହାଇେଥିଲା। ଏବଂ ସେ ଜଣେ ପାପିନୀ ହାଇେଥିଲା।
Hebrews 2:2
ସ୍ବର୍ଗଦୂତମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିବା ଶିକ୍ଷା ସତ୍ଯ ବୋଲି ଦଖାଇେ ଦିଆଗଲା। ପ୍ରେତ୍ୟକକ ଥର ୟିହୁଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତବେେଳେ ସହେି ଶିକ୍ଷାକୁ ସମାନେେ ଅବମାନନା କଲେ, ସମାନେେ ଦଣ୍ଡିତ ହେଲେ।
Hebrews 9:15
ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்