No lexicon data found for Strong's number: 3886

Luke 5:18
ସତେିକି ବେଳେ କେତକେ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟ ରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗ ରେ ରଖିବା ପାଇଁ ଚେଷ୍ଟା କଲେ।

Luke 5:24
ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦଖାଇେ ଦବେି ଯେ, ମନୁଷ୍ଯପୁତ୍ରଙ୍କର ପାପ କ୍ଷମା କରିବାର ଶକ୍ତି ଅଛି। ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।

Acts 8:7
ବହୁତ ଲୋକଙ୍କ ଭିତ ରେ ଭୂତମାନେ ଥିଲେ। କିନ୍ତୁ ସମାନଙ୍କେୁ ବାହାର କରି ଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ବର ରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ େଛାଟ ଲୋକ ମଧ୍ଯ ଫିଲିପ୍ପଙ୍କ ଦ୍ବାରା ଆରୋଗ୍ୟ ହେଲେ।

Acts 9:33
ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।

Hebrews 12:12
ତୁମ୍ଭମାନେେ ଦୁର୍ବଳ ହାଇଯୋଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்