Base Word
παραμένω
Short Definitionto stay near, i.e., remain (literally, tarry; or figuratively, be permanent, persevere)
Long Definitionto remain beside, continue always near
Derivationfrom G3844 and G3306
Same asG3306
International Phonetic Alphabetpɑ.rɑˈmɛ.no
IPA modpɑ.rɑˈme̞.now
Syllableparamenō
Dictionpa-ra-MEH-noh
Diction Modpa-ra-MAY-noh
Usageabide, continue

1 Corinthians 16:6
ସେତବେେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମାେ ଯାତ୍ରା ରେ, ମୁଁ ଯେଉଁଠାକୁ ୟିବି, ତୁମ୍ଭମାନେେ ମାେତେ ସାହାୟ୍ଯ କରିପାରିବ।

Hebrews 7:23
ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।

James 1:25
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்