Base Word
πιπράσκω
Short Definitionfrom the base of G4008); to traffic (by travelling), i.e., dispose of as merchandise or into slavery (literally or figuratively)
Long Definitionto sell
Derivationcontracted from περάω (to traverse
Same asG4008
International Phonetic Alphabetpiˈprɑ.sko
IPA modpiˈprɑ.skow
Syllablepipraskō
Dictionpee-PRA-skoh
Diction Modpee-PRA-skoh
Usagesell

Matthew 13:46
ଦିନେ ସେ ଅତ୍ଯନ୍ତ ମୂଲ୍ଯବାନ ମାେତିଟିଏ ପାଇଗଲା, ସେ ଯାଇ ତାର ସମସ୍ତ ସମ୍ପତ୍ତି ବିକି ଅମୂଲ୍ଯ ମାେତିଟି କିଣିଲା।

Matthew 18:25
ରାଜାଙ୍କୁ ଋଣ ପରିଶାଧେ କରିବା ପାଇଁ ଚ଼ାକର ପାଖ ରେ କିଛି ହେଲେ ନଥିଲା। ରାଜା ଆଦେଶ ଦେଲେ ଯେ, ଚ଼ାକରର ସବୁ ଜିନିଷ ଏପରିକି ତାର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦଇେ ଋଣ ପରିଶାଧେ କରାୟିବ।

Matthew 26:9
ଏ ଅତରତକ ଅନକେ ଟଙ୍କା ରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରୀବମାନଙ୍କ ମଧିଅରେ ବଣ୍ଟା ଯାଇ ପାରିଥାନ୍ତା।

Mark 14:5
ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ଯ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥାଆନ୍ତା ଏବଂ ତହିଁର ଅର୍ଥ ଗରୀବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥାଆନ୍ତା। ତେଣୁ ସମାନେେ ସ୍ତ୍ରୀଲୋକଟିକୁ ଦୃଢ ଭାବରେ ସମାଲୋଚନା କରିବାକୁ ଲାଗିଲେ।

John 12:5
ସହେି ଅତରର ମୂଲ୍ଯ ତିନିଶହ ରୂପା ଟଙ୍କା। ଏହାକୁ ବୀକ୍ରି କରି ସହେି ଟଙ୍କା ଗରିବ ଲୋକମାନଙ୍କୁ ଦବୋ ଉଚିତ୍ ଥିଲା,

Acts 2:45
ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।

Acts 4:34
ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।

Acts 5:4
ସେ ସମ୍ପତ୍ତି କ'ଣ ବିକ୍ରୀ ପୂର୍ବରୁ ତୁମ୍ଭର ନଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ଯ କ'ଣ ତୁମ୍ଭ ଅଧିକାର ରେ ନଥିଲା? ତବେେ ତୁମ୍ଭେ ମନ ଭିତ ରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ବାରା ତୁମ୍ଭେ ମନୁଷ୍ଯମାନଙ୍କ ଆଗ ରେ ମିଥ୍ଯା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ବରଙ୍କୁ ମିଥ୍ଯା କହିଲ।

Romans 7:14
ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்