Base Word
πίπτω
Short Definitionto fall (literally or figuratively)
Long Definitionto descend from a higher place to a lower
Derivationprobably akin to G4072 through the idea of alighting
Same asG4072
International Phonetic Alphabetˈpi.pto
IPA modˈpi.ptow
Syllablepiptō
DictionPEE-ptoh
Diction ModPEE-ptoh
Usagefail, fall (down), light on

Matthew 2:11
ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

Matthew 4:9
ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

Matthew 7:25
ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।

Matthew 7:27
ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

Matthew 10:29
ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।

Matthew 13:4
ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ ରେ ପଡିଗଲା। ଚଢଇମାନେେ ଆସି ସେ ସବୁତକ ଖାଇ ଦେଲେ।

Matthew 13:5
ଆଉ କିଛି ବୀଜ ପଥିରିଆ ଜାଗା ରେ ପଡିଗଲା। ସଠାେରେ ୟଥେଷ୍ଟ ମାଟି ନଥିଲା। ମାଟି ଗଭୀରିଆ ନଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡିଲା।

Matthew 13:7
ଆଉ କିଛି ବୀଜ କଣ୍ଟା ବୁଦା ରେ ପଡିଗଲା। କଣ୍ଟାବୁଦା ବଢି ୟିବାରୁ ଗ୍ଭରା ଗଛକୁ ଚାପି ଦଲୋ।

Matthew 13:8
ଆଉ କିଛି ବୀଜ ଭଲ ମାଟି ଉପରେ ପଡିଲା ଓ ତାହା ବଢି ସେଥି ରେ ଫଳ ଫଳିଲା। କେତକେ ଗଛ ରେ ଶ ହଗେୁଣ, କେତକରେେ ଷାଠିଏ ଗୁଣ ଓ ଆଉ କେତକରେେ ତିରିଶ ଗୁଣ ଅଧିକ ଫଳିଲା।

Matthew 15:14
ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

Occurences : 90

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்