Base Word
πρό
Short Definition"fore", i.e., in front of, prior (figuratively, superior) to
Long Definitionbefore
Derivationa primary preposition
Same as
International Phonetic Alphabetpro
IPA modprow
Syllablepro
Dictionproh
Diction Modproh
Usageabove, ago, before, or ever

Matthew 5:12
ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।

Matthew 6:8
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

Matthew 8:29
ସମାନଙ୍କେ ନିମନ୍ତେ କହେି ସହେି ବାଟେ ଯାଇପାରୁ ନଥିଲେ। ସମାନେେ ପାଟିକରି କହିଲେ, ହେ ପରମେଶ୍ବରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ଉପୟୁକ୍ତ ସମୟ ପୂର୍ବରୁ ତୁମ୍ଭେ କ'ଣ ଆମ୍ଭକୁ ଦଣ୍ଡ ଦବୋପାଇଁ ଆସିଛ?

Matthew 11:10
ଯୋହନଙ୍କ ବିଷୟ ରେ ଶାସ୍ତ୍ର ରେ ଲଖାେଅଛି:

Matthew 24:38
ସେତବେେଳେ ବନ୍ଯା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜ ରେ ପ୍ରବେଶ କରିବା ଦିନ ପର୍ୟ୍ଯନ୍ତ ଲୋକେ ଏସବୁ କରୁଥିଲେ।

Mark 1:2
ଭବିଷ୍ଯଦ୍ବକ୍ତା ଯୀଶାଇୟଙ୍କ ପୁସ୍ତକରେ ଲଖାେଅଛି:

Luke 1:76
ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।

Luke 2:21
ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।

Luke 7:27
ଯୋହନଙ୍କ ବିଷୟ ରେ ଏହା ଲଖାେଅଛି:

Luke 9:52
ସେ ତାହାଙ୍କ ଆଗରୁ କେତକେ ଲୋକଙ୍କୁ ପଠାଇଲେ। ସମାନେେ ୟିଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗର ରେ ପହନ୍ଚିଲେ।

Occurences : 48

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்