Base Word
προσκαρτερέω
Short Definitionto be earnest towards, i.e., (to a thing) to persevere, be constantly diligent, or (in a place) to attend assiduously all the exercises, or (to a person) to adhere closely to (as a servitor)
Long Definitionto adhere to one, be his adherent, to be devoted or constant to one
Derivationfrom G4314 and G2594
Same asG2594
International Phonetic Alphabetpros.kɑr.tɛˈrɛ.o
IPA modprows.kɑr.te̞ˈre̞.ow
Syllableproskartereō
Dictionprose-kahr-teh-REH-oh
Diction Modprose-kahr-tay-RAY-oh
Usageattend (give self) continually (upon), continue (in, instant in, with), wait on (continually)

Mark 3:9
ଯୀଶୁ ଅନକେ ଲୋକଙ୍କୁ ଦେଖିଲେ, ଭିଡ ହାଇେ ୟିବାରୁ ଲୋକମାନେ ଯେପରି ତାହାଙ୍କ ଆଡକୁ ମାଡି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ଯମାନଙ୍କୁ ଗୋଟିଏ େଛାଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।

Acts 1:14
ପ୍ ରରେିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ଯ ରେ ଏକମନ ହାଇେ ନିରନ୍ତର ପ୍ରାର୍ଥନା କରୁଥିଲେ। ସମାନଙ୍କେ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ଯ ଥିଲେ।

Acts 2:42
ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।

Acts 2:46
ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

Acts 6:4
ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।

Acts 8:13
ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।

Acts 10:7
ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।

Romans 12:12
ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।

Romans 13:6
ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।

Colossians 4:2
ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲା ବେଳେ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்