Base Word
Σαμάρεια
Literalguardianship
Short DefinitionSamaria (i.e., Shomeron), a city and region of Palestine
Long Definitiona territory in Palestine, which had Samaria as its capital
Derivationof Hebrew origin (H8111)
Same asH8111
International Phonetic Alphabetsɑˈmɑ.ri.ɑ
IPA modsɑˈmɑ.ri.ɑ
Syllablesamareia
Dictionsa-MA-ree-ah
Diction Modsa-MA-ree-ah
UsageSamaria

Luke 17:11
ଯୀଶୁ ୟିରୂଶାଲମ ଯାତ୍ରା କରୁଥିଲେ। ସେ ଗାଲୀଲୀରୁ ଶମିରୋଣକୁ ଗଲେ।

John 4:4
ଯୀଶୁ ଗାଲୀଲୀ ଗଲା ବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦଇେ ୟିବାକୁ ହେଲା।

John 4:5
ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।

John 4:7
ସତେିକି ବେଳେ ଜଣେ ଶମିରୋଣୀଯା ସ୍ତ୍ରୀ ସହେି କୂଅରୁ ପାଣି ନବୋ ପାଇଁ ଆସିଲା। ଯୀଶୁ ତାକୁ କହିଲେ, ମାେତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।

Acts 1:8
କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।

Acts 8:1
ସ୍ତିଫାନଙ୍କ ମୃତ୍ଯୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ।

Acts 8:5
ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।

Acts 8:9
ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।

Acts 8:14
ପ୍ ରରେିତମାନେ ୟିରୂଶାଲମ ରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ବରଙ୍କ ବାକ୍ଯ ଗ୍ରହଣ କରିଛନ୍ତି। ତେଣୁ ସମାନେେ ପିତର ଓ ଯୋହନଙ୍କୁ ସମାନଙ୍କେ ପାଖକୁ ପଠାଇଲେ।

Acts 9:31
ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்