Acts 12:10
ସମାନେେ ପ୍ରଥମ ଓ ଦ୍ବିତୀୟ ପ୍ରହରୀଙ୍କୁ ଟପି ଗୋଟିଏ ଲିହା ଫାଟକ ପାଖକୁ ଆସିଲେ। ଏହା କାରାଗାରକୁ ନଗରରୁ ବିଚ୍ଛିନ୍ନ କରୁଥିଲା। ଏହା ଆପେ ଆପେ ଖାଲିଗେଲା ଓ ସମାନେେ ବାହାରକୁ ଚ଼ାଲିଗଲେ। ସମାନେେ ଗୋଟିଏ ଗଳିର ଶଷେ ଆଡ଼କୁ ଗଲାପରେ ହଠାତ୍ ସ୍ବର୍ଗଦୂତ ଜଣକ ପିତରଙ୍କୁ ଛାଡ଼ି ଚ଼ାଲିଗଲେ।
Revelation 2:27
ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବ। ସେ ସମାନଙ୍କେୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦବେ। ଗୀତସଂହିତା 2:9
Revelation 9:9
ସମାନେେ ଛାତି ରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସମାନଙ୍କେର ଡ଼ଣୋର ଶବ୍ଦ ୟୁଦ୍ଧକୁ ଦୌଡ଼ୁଥିବା ଅନକେ ଘାଡ଼ୋ ଓ ରଥର ଶବ୍ଦ ଭଳି ଥିଲା।
Revelation 12:5
ସହେି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡ ରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ବରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।
Revelation 19:15
ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்