No lexicon data found for Strong's number: 4605

Matthew 11:21
ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।

Matthew 11:22
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ବିଚାର ଦିନ ରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହବେ।

Matthew 15:21
ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।

Mark 3:8
ୟିହୂଦା, ୟିରୂଶାଲମ, ଏଦୋମ, ୟର୍ଦ୍ଦନ ନଦୀର ଅପର ପାଶର୍‌ବ ସୋର ଓ ସୀଦୋନର ଚାରିଆଡୁ ଅନକେ ଲୋକ ମଧ୍ଯ ଆସି ପହନ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହା ସବୁ କରୁଥିଲେ, ସେ ସମସ୍ତ ଘଟଣା ସମାନେେ ଶୁଣି ସାରିଥିଲେ।

Mark 7:24
ଯୀଶୁ ସେ ସ୍ଥାନ ଛାଡି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଚାହୁଁ ନଥିଲେ ଯେ କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସଠାେରେ ଲୁଚି ରହି ପାରିଲେ ନାହିଁ।

Mark 7:31
ତା'ପରେ ଯୀଶୁ ସୋର ଆଖ-ପାଖ ଅଞ୍ଚଳ ଛାଡି ଦକୋପଲି ରାସ୍ତା ରେ ସୀଦୋନ ହାଇେ ଗାଲିଲୀ ହ୍ରଦ ପାଖକୁ ଆସିଲେ।

Luke 4:26
କିନ୍ତୁ ଏଲିୟଙ୍କୁ ସମାନଙ୍କେ ମଧ୍ଯରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କବଳେ ସୀଦୋନ ଅଞ୍ଚଳର ସାରିଫତ ରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।

Luke 6:17
ତା'ପରେ ଯୀଶୁ ସମାନଙ୍କେ ସହିତ ତଳକୁ ଆସି ଗୋଟିଏ ସମତଳଭୂମି ଉପରେ ଠିଆ ହେଲେ। ସଠାେରେ ବହୁତ ସଂଖ୍ଯା ରେ ତାହାଙ୍କ ଶିଷ୍ଯମାନେ ଉପସ୍ଥିତ ଥିଲେ। ତା ଛଡା ସମଗ୍ର ୟିହୂଦା, ୟିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ଯା ରେ ଲୋକ ସଠାେରେ ଜମା ହାଇେଥିଲେ।

Luke 10:13
ହାୟ କୋରାଜିନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧିଅରେ ମୁଁ ଅନକେ ଆଶ୍ଚର୍ୟ୍ଯକର୍ମ ଦଖାଇେଛି। ଯଦି ଏଗୁଡିକ ସୋର ଓ ସୀଦୋନ ରେ ଲୋକମାନଙ୍କୁ କରା ଯାଇଥାଆନ୍ତା, ତବେେ କବେଠାରୁେ ସମାନେେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡି ଦଇେଥାଆନ୍ତେ। ସମାନେେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦଖାଇବୋ ପାଇଁ ତାର ପ୍ରତୀକ ସ୍ବରୁପ ଅଖା ରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡ ରେ ପାଉଁଶ ବୋଳି ହାଇେଥାଆନ୍ତେ।

Luke 10:14
ବିଚାର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପାକ୍ଷା ଅଧିକ ଖରାପ ହବେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்