Base Word
ἀντιλέγω
Short Definitionto dispute, refuse
Long Definitionto speak against, gainsay, contradict
Derivationfrom G0473 and G3004
Same asG0473
International Phonetic Alphabetɑn.tiˈlɛ.ɣo
IPA modɑn.tiˈle̞.ɣow
Syllableantilegō
Dictionan-tee-LEH-goh
Diction Modan-tee-LAY-goh
Usageanswer again, contradict, deny, gainsay(-er), speak against

Luke 2:34
ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।

Luke 20:27
କେତକେ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ବାସ କରନ୍ତି ଯେ ଲୋକେ ମୃତ୍ଯୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସମାନେେ ଯୀଶୁଙ୍କୁ ପଚାରିଲେ,

John 19:12
ଏହାପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦବୋକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଆପଣ ଯଦି ଏ ବ୍ଯକ୍ତିକୁ ମୁକ୍ତ କରି ଦିଅନ୍ତି, ତବେେ ଆପଣ କାଇସରଙ୍କର ବନ୍ଧୁ ନୁହଁନ୍ତି। ୟିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।

Acts 13:45
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।

Acts 13:45
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।

Acts 28:19
କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତି ରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବଦନେ କରିବା ପାଇଁ ବାଧ୍ଯ ହଲିେ। ମାରେ କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧ ରେ କୌଣସି ଆପତ୍ତି ଅଭିଯୋଗ ନାହିଁ।

Acts 28:22
ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଚ଼ାରଗୁଡ଼ିକ ବିଷୟ ରେ ଶୁଣିବାକୁ ଚ଼ାହୁଁଛୁ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠା ରେ ହେଉଛି।

Romans 10:21
କିନ୍ତୁ ଇଶ୍ରାୟେଲ ଲୋକଙ୍କ ବିଷୟ ରେ ପରମେଶ୍ବର ଏହା କହନ୍ତି, ଆମ୍ଭେ ଏହି ଲୋକଙ୍କ ପାଇଁ ଦିନ ସାରା ଅପେକ୍ଷା କରି ଥିଲେ ମଧ୍ଯ, ସମାନେେ ଆମ୍ଭକୁ ମାନିଲେ ନହିଁ ଓ ଅନୁସରଣ କଲେ ନାହିଁ।

Titus 1:9
ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।

Titus 2:9
ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்