Base Word
τρίς
Short Definitionthree times
Long Definitionthrice
Derivationadverb from G5140
Same asG5140
International Phonetic Alphabettris
IPA modtris
Syllabletris
Dictiontrees
Diction Modtrees
Usagethree times, thrice

Matthew 26:34
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଆଜି ରାତି ରେ ତୁମ୍ଭେ କହିବ ଯେ ମାେତେ ଚିହ୍ନିନାହଁ। କୁକୁଡ଼ା ଡ଼ାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।

Matthew 26:75
ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, କୁକୁଡ଼ା ଡ଼ାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର ଅସ୍ବୀକାର କରିବ। ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ହାଇେ କାନ୍ଦିବାକୁ ଲାଗିଲେ।

Mark 14:30
ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଆଜି ରାତି ରେ କୁକୁଡା ଦ୍ବିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନି ନାହଁ ବୋଲି ତିନିଥର କହିବ।

Mark 14:72
ପିତର ଏକଥା କହିବା ପରେ ପରେ କୁକୁଡାଟିଏ ଦ୍ବିତୀୟ ଥର ଡାକିଲା। ଯୀଶୁଙ୍କର ସହେି ସବୁ କଥା ଏବେ ପିତରଙ୍କର ମନେ ପଡିଲା: କୁକୁଡା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର କହି ସାରିଥିବ। ତା'ପରେ ପିତର ଭୀଷଣ ଦୁଃଖ ରେ ଭାଙ୍ଗି ପଡି କାନ୍ଦିବାକୁ ଲାଗିଲେ।

Luke 22:34
ଯୀଶୁ କିନ୍ତୁ କହିଲେ, ପିତର, ଆସନ୍ତା କାଲି ସକାଳେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମାେତେ ଜାଣିନାହଁ। ଏକଥା ତୁମ୍ଭେ ତିନିଥର କହିବ।

Luke 22:61
ତାପରେ ପ୍ରଭୁ ବୁଲିପଡି ପିତରଙ୍କୁ ଏକ ଲୟ ରେ ଚାହିଁଲେ। ପିତରଙ୍କର ମନେ ପଡିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, ସକଳେେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣି ନାହଁ ବୋଲି ତିନିଥର କହିବ।

John 13:38
ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।

Acts 10:16
ଏହିପରି ତିନିଥର ହବୋପରେ ସେ ଜିନିଷଟି ହଠାତ୍ ସ୍ବର୍ଗକୁ ଉଠି ଚ଼ାଲିଗଲା।

Acts 11:10
ଏହିପରି ତିନିଥର ହବୋପରେ, ଏହା ସବୁ ସ୍ବର୍ଗକୁ ଉଠାଇ ନିଆଗଲା।

2 Corinthians 11:25
ମୁଁ ତିନିଥର ବତେ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନି ଥର ଜାହାଜ ଭାଙ୍ଗିବା ବେଳେ ସେଥି ରେ ଥିଲି, ତା'ମଧ୍ଯରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ର ରେ ପଡ଼ି ରହିଥିଲି।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்