Matthew 19:20
ୟୁବକଟି କହିଲା, ମୁଁ ଏ ସବୁକଥା ମାନିଛି। ଏବେ ମାେ ପାଖ ରେ ଆଉ କ'ଣ ଅଭାବ ରହିଛି?
Mark 10:21
ଯୀଶୁ ତାହାଙ୍କୁ ଚାହିଁଲେ ଓ ସ୍ନହେ କଲେ। ସେ ତାହାଙ୍କୁ କହିଲେ, ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହା କିଛି ତୁମ୍ଭ ପାଖ ରେ ଅଛି ସତକେ ବିକି ଦଇେ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ବର୍ଗ ରେ ତୁମ୍ଭକୁ ଧନ ମିଳିବ। ତା'ପରେ ଆସ ଓ ମାରେ ଅନୁସହରଣ କର।
Luke 15:14
ସବୁତକ ସାରି ଦଲୋ ପରେ, ସହେି ଦେଶ ରେ ଚାରିଆଡେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ତାକୁ ଅଭାବ ଭିତ ରେ ଉପାସ ରେ ରହିବାକୁ ପଡିଲା। ତା'ର ଟଙ୍କା ଦରକାର ପଡିଲା।
Luke 22:35
ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?
John 2:3
ହି ବିବାହ ଉତ୍ସବ ରେ ୟଥେଷ୍ଟ ପରିମାଣ ରେ ଦ୍ରାକ୍ଷାରସ ନଥିଲା। ଦ୍ରାକ୍ଷାରସ ସରିୟିବା ପରେ ଯୀଶୁଙ୍କର ମାଆ ଆସି ତାହାଙ୍କୁ କହିଲେ, ସମାନଙ୍କେର ଆଉ ଦ୍ରାକ୍ଷାରସ ନାହିଁ।
Romans 3:23
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।
1 Corinthians 1:7
ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।
1 Corinthians 8:8
ଖାଦ୍ୟ ଆମକୁ ପରମେଶ୍ବରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ବାରା ପରମେଶ୍ବରଙ୍କ ସହ ଆମର ସମ୍ପର୍କ ରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ବାରା ଆମ୍ଭର କିଛି ଲାଭ ମଧ୍ଯ ହୁଏ ନାହିଁ।
1 Corinthians 12:24
ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ଯାନ ଦବୋ ଆବଶ୍ଯକ ହାଇେ ନ ଥାଏ। କିନ୍ତୁ ପରମେଶ୍ବର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦଇେ ଶରୀରକୁ ଗଠନ କରିଛନ୍ତି।
2 Corinthians 11:5
ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।
Occurences : 16
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்