No lexicon data found for Strong's number: 5486

Romans 1:11
ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦଇେ ଶକ୍ତିଶାଳୀ କରାଇବା ମାରେ ଇଚ୍ଛା।

Romans 5:15
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

Romans 5:16
ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।

Romans 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।

Romans 11:29
ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।

Romans 12:6
ଏହି ଭଳି ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠା ରେ ଥିବା ବିଶ୍ବାସ ଅନୁସାରେ ତାହାକୁ ବ୍ଯବହାର କରୁ। ଯଦି କାହାକୁ ଭବିଷ୍ଯଦ୍ ବାଣୀର ଦାନ ମିଳିଛି, ତା' ହେଲେ ସେ ନିଜର ବିଶ୍ବାସ ଅନୁସାରେ ଭବିଷ୍ଯଦ୍ ବାଣୀ କରୁ।

1 Corinthians 1:7
ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।

1 Corinthians 7:7
ମୁଁ ଇଚ୍ଛା କରେ ଯେ, ସମସ୍ତେ ମାେ ଭଳି ରୁହନ୍ତୁ। କିନ୍ତୁ ପ୍ରେତ୍ୟକକ ଲୋକକୁ ପରମେଶ୍ବରଙ୍କଠାରୁ ଏକ ବିଶଷେ ଅନୁଗ୍ରହ ମିଳିଛି। ଯଦି ଜଣକର ଗୋଟିଏ ପ୍ରକାର ଅନୁଗ୍ରହଦାନ ତା' ହେଲେ ଅନ୍ୟ ଜଣକ ନିମନ୍ତେ ଅନ୍ୟ ପ୍ରକାରର ଅନୁଗ୍ରହଦାନ ଅଛି।

1 Corinthians 12:4
ଆତ୍ମାଙ୍କ ଦାନ ଅନକେ ପ୍ରକାରର, କିନ୍ତୁ ସଗେୁଡ଼ିକ ସହେି ଏକ ପବିତ୍ର ଆତ୍ମାଙ୍କଠାରୁ ଆସିଥାଏ।

1 Corinthians 12:9
ସହେି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ବାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்