Base Word
χοῖρος
Short Definitiona hog
Long Definitiona swine
Derivationof uncertain derivation
Same as
International Phonetic Alphabetˈxy.ros
IPA modˈxy.rows
Syllablechoiros
DictionHOO-rose
Diction ModHOO-rose
Usageswine

Matthew 7:6
'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

Matthew 8:30
ସେତବେେଳେ ସଠାରୁେ କିଛି ଦୂର ରେ ଗୋଟିଏ ବିରାଟ ଘଷୁରୀ ପଲ ଚରୁଥିଲେ।

Matthew 8:31
ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦହରେୁ ତଡି ଦବୋକୁ ଚାହୁଁଛ, ତବେେ ଆମ୍ଭକୁ ଘୁଷୁରୀ ପଲ ରେ ଛାଡିଦିଅ।

Matthew 8:32
ଯୀଶୁ ସମାନଙ୍କେୁ କହିଲେ, ଯାଅ! ତେଣୁ ଭୂତମାନେ ମଣିଷଙ୍କ ଦହରେୁ ବାହାରି ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ତାପରେ ସହେି ଘୁଷୁରିପଲ ତୀଖ ପାହାଡରୁ ତଳକୁ ଗଡିଯାଇ ଶଷେ ରେ ହ୍ରଦ ରେ ବୁଡିଗଲେ।

Matthew 8:32
ଯୀଶୁ ସମାନଙ୍କେୁ କହିଲେ, ଯାଅ! ତେଣୁ ଭୂତମାନେ ମଣିଷଙ୍କ ଦହରେୁ ବାହାରି ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ତାପରେ ସହେି ଘୁଷୁରିପଲ ତୀଖ ପାହାଡରୁ ତଳକୁ ଗଡିଯାଇ ଶଷେ ରେ ହ୍ରଦ ରେ ବୁଡିଗଲେ।

Mark 5:11
ସହେି ପାହାଡ କଡ ରେ ସେତବେେଳେ ଘୁଷୁରିଙ୍କର ଗୋଟିଏ ବଡ ପଲ ଚରୁଥିଲା।

Mark 5:12
ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠଇେ ଦିଅ, ତାହାଲେ ଆମ୍ଭେ ସମାନଙ୍କେ ଦହେ ଭିତ ରେ ପ୍ରବେଶ କରିୟିବୁ।

Mark 5:13
ଯୀଶୁ ସମାନଙ୍କେୁ ଏପରି କରିବାକୁ ଅନୁମତି ଦଇେ ଦେଲେ। ତା'ପରେ ଦୁଷ୍ଟାତ୍ମାମାନେ ସହେି ଲୋକଟି ଦହରେୁ ବାହାରି ଘୁଷୁରିମାନଙ୍କ ଦହେ ରେ ପଶିଗଲେ। ସହେି ଘୁଷୁରି ପଲ ରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ କଡକୁ ଖୁବ୍ ବଗେ ରେ ଧାଇଁଲେ ଓ ହ୍ରଦ ଭିତ ରେ ପଡି ଗଲେ। ସବୁତକ ଘୁଷୁରି ପାଣି ରେ ବୁଡିଗଲେ।

Mark 5:14
ଘୁଷୁରି ପଲର ଜଗୁଆଳମାନେ ପଳଇେ ଯାଇ ସହର ରେ ଏହି ଘଟଣା ବିଷୟ ରେ କହିଲେ। ଲୋକେ କ'ଣ ଘଟିଛି ବୋଲି ଦେଖିବାକୁ ଆସିଲେ।

Mark 5:16
ସଠାେରେ କେତକେ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ୟ୍ଯ ଦେଖିଥିଲେ। ସମାନେେ ଅନ୍ୟ ଲୋକମାନଙ୍କ ଆଗ ରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ'ଣ ହେଲା, ସେ ସବୁ ବର୍ଣ୍ଣନା କଲେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்