No lexicon data found for Strong's number: 582

Luke 2:2
ଏହା ପ୍ରଥମ ଜନଗଣନା ଥିଲା। କ୍ବିରୀଣିୟ ସୁରିଯାର ରାଜ୍ଯପାଳ ଥିବା ସମୟରେ ଏହା ହେଲା।

Acts 5:37
ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ୟିହୂଦା ନାମକ ଜଣେ ବ୍ଯକ୍ତି ବାହାରିଲେ। ସେ ମଧ୍ଯ କେତକେ ଲୋକଙ୍କୁ ନିଜର ଶିଷ୍ଯ କଲେ। କିନ୍ତୁ ତାହାଙ୍କୁ ମଧ୍ଯ ହତ୍ଯା କରାଗଲା। ତାହାଙ୍କରୁ ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହାଇେ ପଳାଇଗଲେ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்