Base Word
Βαπτιστής
Short Definitiona baptizer, as an epithet of Christ's forerunner
Long Definitiona baptizer
Derivationfrom G0907
Same asG0907
International Phonetic Alphabetβɑ.ptiˈstes
IPA modvɑ.ptiˈste̞s
Syllablebaptistēs
Dictionva-ptee-STASE
Diction Modva-ptee-STASE
UsageBaptist

Matthew 3:1
ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

Matthew 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

Matthew 11:12
ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ୟ୍ଯନ୍ତ ସ୍ବର୍ଗ ରାଜ୍ଯ ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରଯୋଗ କରି ଅଧିକାର କରି ନବୋପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।

Matthew 14:2
ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।

Matthew 14:8
େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।

Matthew 16:14
ଶିଷ୍ଯମାନେ ଉତ୍ତର ଦେଲେ, କେତକେ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତକେ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ୟିରିମିୟ ବା ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ବୋଲି କହୁଛନ୍ତି।

Matthew 17:13
ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।

Mark 6:24
ଝିଅଟି ତା ମାଆ ପାଖକୁ ଯାଇ ପଚାରିଲା, ରାଜା େ ହରୋଦଙ୍କୁ ମୁଁ କ'ଣ ମାଗିବି?

Mark 6:25
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।

Mark 8:28
ସମାନେେ କହିଲେ, କେତକେ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଆନ୍ଯମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତକେ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ଯରୁ ଜଣେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்