Base Word
בְּכוֹר
Short Definitionfirst-born; hence, chief
Long Definitionfirstborn, firstling
Derivationfrom H1069
International Phonetic Alphabetbɛ̆ˈkor
IPA modbɛ̆ˈχo̞wʁ
Syllablebĕkôr
Dictionbeh-KORE
Diction Modbeh-HORE
Usageeldest (son), firstborn(-ling)
Part of speechn-m

Genesis 10:15
ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

Genesis 22:21
ତାହାର ଜେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂଯଲେ।

Genesis 25:13
ପ୍ରେତ୍ୟକକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଯଲରେ ଜେଷ୍ଠପୁତ୍ର ନବାଯୋତ୍ ତାହା ଉତ୍ତା ରେ କରଦେ ଓ ଅଦ୍ବଲେ ଓ ମିବ୍ସମ୍।

Genesis 27:19
ଯାକୁବ ତାଙ୍କର ପିତାଙ୍କୁ କହିଲା, ମୁଁ ଏଷୌ ତୁମ୍ଭର ପ୍ରଥମ ସନ୍ତାନ ଅଟେ। ତୁମ୍ଭର ବାକ୍ଯ ଅନୁସାରେ ମୁଁ କରିଛି। ଏବଂ ବର୍ତ୍ତମାନ ବସି ଶିକାର ମାଂସ ଭୋଜନ କରି ମାେତେ ଆଶୀର୍ବାଦ କର।

Genesis 27:32
କିନ୍ତୁ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ କିଏ?

Genesis 35:23
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।

Genesis 36:15
ଏଷୌର ସନ୍ତାନମାନଙ୍କ ପରିବାରବର୍ଗ।

Genesis 38:6
ଯିହୁଦା ତା'ର ପ୍ରଥମ ପୁତ୍ରକୁ ବିବାହ ଦବୋପାଇଁ ଏକ ସ୍ତ୍ରୀ ପାଇଲେ। ଯାହାର ନାମ ତାମର ଥିଲା।

Genesis 38:7
କିନ୍ତୁ ସଦାପ୍ରଫୁ ଦେଖିଲେ ଯେ, ଯିହୁଦାର ପ୍ରଥମଜାତ ଏର ଦୁଷ୍ଟ ଥିଲା। ତେଣୁ ସେ ତାଙ୍କୁ ବିନାଶ କଲେ।

Genesis 41:51
ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷଫେ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷଫେ କହିଲେ, ପରମେଶ୍ବର ମାହେର ସମସ୍ତ କ୍ଲେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।

Occurences : 118

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்