Base Word
בֵּלְשַׁאצַּר
Short DefinitionBelshatstsar, a Babylonian king
Long Definitionking of Babylon at the time of its fall; he to whom Daniel interpreted the writing on the wall
Derivationcorresponding to H1112
International Phonetic Alphabetbe.lɛ̆.ʃɑʔt͡sˤˈsˤɑr
IPA modbe.lɛ̆.ʃɑʔˈ.t͡sɑʁ
Syllablebēlĕšaʾṣṣar
Dictionbay-leh-shahts-SAHR
Diction Modbay-leh-sha-TSAHR
UsageBelshazzar
Part of speechn-pr-m

Daniel 5:1
ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ଯବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧିଅରେ ରାଜା ଦ୍ରାକ୍ଷାରସ ପାନ କଲେ।

Daniel 5:2
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

Daniel 5:9
ରାଜା ବେଲ୍ଶତ୍ସରଙ୍କ ଅମାତ୍ଯଗଣ ଦ୍ବନ୍ଦ ରେ ପଡିଲେ। ଆଉ ରାଜା ଅଧିକ ଉଦ୍ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।

Daniel 5:22
କିନ୍ତୁ ବଲେଟ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ଯ ଆପଣଙ୍କ ଅନ୍ତଃକରଣକୁ ନମ୍ର କରିନାହାଁନ୍ତି।

Daniel 5:29
ବଲେଶତ୍ସର ଆଜ୍ଞା ରେ ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ବସ୍ତ୍ର ପିନ୍ଧାଇଲେ ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ଦେଲେ। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହବେେ ବୋଲି ଘାଷେଣା କଲେ।

Daniel 5:30
ସହେି ରାତ୍ରି ରେ କଲଦୀଯମାନଙ୍କର ରାଜା ବଲେଶତ୍ସରଙ୍କୁ ବଧ କରାଗଲା।

Daniel 7:1
ବାବିଲର ରାଜା ବେଲ୍ଟଶତ୍ସରଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଦାନିୟେଲ ଆପଣା ଶୟ୍ଯା ଉପ ରେ ସ୍ବପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସହେି ସ୍ବପ୍ନ ରେ ସାରକଥା ଲେଖି ରଖିଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்