Base Word
בַּת
Short Definitiona daughter (used in the same wide sense as other terms of relationship, literally and figuratively)
Long Definition(n f) daughter
Derivationfrom H1129 (as feminine of H1121)
International Phonetic Alphabetbɑt̪
IPA modbɑt
Syllablebat
Dictionbaht
Diction Modbaht
Usageapple (of the eye), branch, company, daughter, × first, × old, + owl, town, village
Part of speechn-f

Genesis 5:4
ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।

Genesis 5:7
ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।

Genesis 5:10
କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।

Genesis 5:13
ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।

Genesis 5:16
ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।

Genesis 5:19
ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।

Genesis 5:22
ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।

Genesis 5:26
ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।

Genesis 5:30
ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।

Genesis 6:1
ପୃଥିବୀ ରେ ମନୁଷ୍ଯମାନଙ୍କର ସଂଖ୍ଯା ବଢ଼ିବାକୁ ଲାଗିଲା। ମନୁଷ୍ଯମାନଙ୍କର ଅନକେ କନ୍ଯାଜାତ ହେଲ।

Occurences : 587

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்