Base Word | |
גֹּבַהּ | |
Short Definition | elation, grandeur, arrogance |
Long Definition | height, exaltation |
Derivation | from H1361 |
International Phonetic Alphabet | ɡoˈbɑh |
IPA mod | ɡo̞wˈvɑh |
Syllable | gōbah |
Diction | ɡoh-BA |
Diction Mod | ɡoh-VA |
Usage | excellency, haughty, height, high, loftiness, pride |
Part of speech | n-m |
1 Samuel 17:4
ଗାଥ ନିବାସୀ ଗଲିଯାତ ନାମକ ଏକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣୀରକ୍ସ୍ଟ ବାହାର ହେଲା, ସେ ସାଢେ ଛଅ ହାତ ଉଚ୍ଚ।
2 Chronicles 3:4
ମନ୍ଦିରର ସାମ୍ନା ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସାମ୍ନା ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ରେ ଢାଙ୍କି ଥିଲେ।
2 Chronicles 32:26
କିନ୍ତୁ ହିଜକିଯ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନେ ସମାନଙ୍କେର ହୃଦଯ ଓ ଜୀବନକୁ ପରିବର୍ତ୍ତିତ କଲେ। ସମାନେେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିଯ ଜୀବିତ ଥିବା ପର୍ୟ୍ଯନ୍ତ ସଦାପ୍ରଭୁ ସମାନଙ୍କେ ଉପରେ କୋରଧ କଲେ।
Job 11:8
ସଗେୁଡ଼ିକ ସ୍ବର୍ଗ ଅପେକ୍ଷା ଉଚ୍ଚ ରେ। ସଗେୁଡ଼ିକ ବିଷଯ ରେ ତୁମ୍ଭେ କ'ଣ କରିପାରିବ ? ସଗେୁଡ଼ିକ କବର ଅପେକ୍ଷା ଗଭୀର। ତୁମ୍ଭେ ସହେି ବିଷଯ ରେ କ'ଣ ଜାଣ ?
Job 22:12
ପରମେଶ୍ବରଙ୍କ ନିବାସସ୍ଥାନ ସ୍ବର୍ଗର ସବୁଠୁ ଉର୍ଦ୍ଧ ରେ ନୁହଁ କି ? ଦେଖ ନକ୍ଷତ୍ରଗଣ ମଧ୍ଯ କେତେ ଉଚ୍ଚ ରେ ଅଛନ୍ତି।
Job 40:10
ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।
Psalm 10:4
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
Proverbs 16:18
ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
Jeremiah 48:29
ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।
Ezekiel 1:18
ସମାନଙ୍କେର ଘରେ ଉଚ୍ଚ ଓ ଭୟଙ୍କର ଥିଲା ; ପୁଣି ସହେି ଚାରି ଘରରେ ଚତୁର୍ଦ୍ଦିଗ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
Occurences : 17
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்