Base Word
גָּדַר
Short Definitionto wall in or around
Long Definitionto wall up, wall off, close off, build a wall
Derivationa primitive root
International Phonetic Alphabetɡɔːˈd̪ɑr
IPA modɡɑːˈdɑʁ
Syllablegādar
Dictionɡaw-DAHR
Diction Modɡa-DAHR
Usageclose up, fence up, hedge, inclose, make up (a wall), mason, repairer
Part of speechv

2 Kings 12:12
ସମାନେେ ମଧ୍ଯ ପ୍ରସ୍ତର କାରିଗର, ପ୍ରସ୍ତରକଟାଳିମାନଙ୍କୁ ଦେଲେ ଓ ମନ୍ଦିରର ପୁନଃନିର୍ମାଣି ନିମନ୍ତେ ଆବଶ୍ଯକୀଯ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କାଠ, ଖୋଦିତ ପ୍ରସ୍ତର ଓ ଅନ୍ଯାନ୍ଯ ଦ୍ରବ୍ଯ କିଣିବା ରେ ସହେି ମୁଦ୍ରାକୁ ବ୍ଯବହାର କଲେ।

2 Kings 22:6
ସହେି ମୁଦ୍ରାକୁ ବଢଇେ, ରାଜମିସ୍ତ୍ରି ଓ ପ୍ରସ୍ତର ଖାଦେନକାରୀଙ୍କୁ ଦବୋ ରେ ବ୍ଯବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣ ରେ ବ୍ଯବହୃତ କାଠ ଓ ଖାଦେିତ ପଥର କିଣିବା ରେ ସହେି ମୁଦ୍ରାକୁ ବିନିୟୋଗ କରନ୍ତୁ।

Job 19:8
ପରମେଶ୍ବର ମାରେ ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମାରେ ବାଟକୁ ଅନ୍ଧକାର ରେ ବୁଡ଼ାଇ ରଖିଛନ୍ତି।

Isaiah 58:12
ପୁଣି ତୁମ୍ଭ ବଂଶୀଯ ଲୋକେ ପୁରାତନ ଧ୍ବଂସ ସ୍ଥାନଗୁଡ଼ିକୁ ପୁନନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପ ରେ ନିର୍ମାଣ କରିବ। ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ଯାତ ହବେ।

Lamentations 3:7
ସଦାପ୍ରଭୁ ମାେତେ ଭାରି ଶୃଙ୍ଖଳ ରେ ବାନ୍ଧି ଭିତ ରେ ଅବରୁଦ୍ଧ କରିଅଛନ୍ତି, ଫଳ ରେ ମୁଁ ବାହାରି ୟାଇପାରିବି ନାହିଁ।

Lamentations 3:9
ସେ ପଥରଦ୍ବାରା ମାରେ ପଥ ଅବରୋଧ କରିଅଛନ୍ତି ଓ ମାରେ ପଥକୁ ଜଟିଳ କରିଅଛନ୍ତି।

Ezekiel 13:5
ତୁମ୍ଭମାନେେ ଗଲ ନାହିଁ ଓ ଇଶ୍ରାୟେଲର ଚତୁଃପାଶର୍‌ବର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳ ରେ ସଦାପ୍ରୁଙ୍କର ସଂଗ୍ରାମ ରେ ଏହା ନିଜକୁ ନିଜେ ସୁରକ୍ଷା ଦଇେଥାନ୍ତ।

Ezekiel 22:30
ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।

Hosea 2:6
ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।

Amos 9:11
ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥ ରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ବସ୍ତ ହାଇେଥିବା ଅଟ୍ଟାଳିକାଗୁଡିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡିକ ପୂର୍ବପରି ତମ୍ବୁ ନିର୍ମିତ ହବେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்