Base Word
גּוּר
Short Definitiona cub (as still abiding in the lair), especially of the lion
Long Definitioncub, whelp, young
Derivationor (shortened) גֻּר; perhaps from H1481
International Phonetic Alphabetɡuːr
IPA modɡuʁ
Syllablegûr
Dictionɡoor
Diction Modɡoor
Usagewhelp, young one
Part of speechn-m

Genesis 49:9
ଯିହୁଦା ଏକ ସିଂହ ପରି ଅଟେ। ହେ ମାହେର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନବୋ ପାଇଁ ଗଡ଼ିପଡେ। ସେ ସିଂହ ଓ ସିଂହୀର ନ୍ଯାଯ ଶଯନ କଲା। କହେି ତାହାକୁ ଉଠାଇ ପାରବ ନାହିଁ।

Deuteronomy 33:22
ମାଶାେ ଦାନଙ୍କ ବିଷଯ ରେ ଏହିକଥା କହିଲେ, ଦାନ ହେଉଛନ୍ତି ସିଂହ ଛକ୍ସ୍ଟଆପରି। ସେ ବାସନାରକ୍ସ୍ଟ କକ୍ସ୍ଟଦାମା ରେ।

Lamentations 4:3
ଏପରିକି ଶୃଗାଳମାନେ ନିଜ ନିଜ ଛୁଆମାନଙ୍କୁ ସ୍ତନ୍ଯପାନ କରାନ୍ତି। ମାତ୍ର ୟିରୁଶାଲମ କନ୍ଯା ମରୁଭୂମିର ଓଟପକ୍ଷୀ ପରି ନିଷ୍ଠୁର ହାଇେଛନ୍ତି।

Ezekiel 19:2
ତୁମ୍ଭର ମାଆ ଗୋଟିଏ ସିଂହୀ ପରି ଥିଲା ଓ ସିଂହଗଣ ମଧିଅରେ ଶଯନ କଲା। ସେ ପୁଣି ୟିବା ସିଂହଗଣ ମଧିଅରେ ଶଯନ କରି ଅନକେ ଛୁଆ ପ୍ରତିପାଳନ କଲା।

Ezekiel 19:3
ସହେି ପ୍ରତିପାଳିତ ଛୁଆମାନଙ୍କ ମଧ୍ଯରୁ ଗୋଟଏ ଛୁଆ ୟୁବା ସିଂହ ହେଲା। ସେ ମୃଗଯା କରିବା ଶିଖିଲା ଓ ସେ ମନୁଷ୍ଯମାନଙ୍କୁ ଗ୍ରାସ କଲା।

Ezekiel 19:5
'ତା'ର ମାଆ ଆଶା କରିଥିଲା ସହେି ୟୁବା ସିଂହ ଅଧିପତି ହବେ, ମାତ୍ର ତା'ର ସେ ଆଶା ବିଫଳ ହେଲା। ତେଣୁ ସେ ଆପଣା ଛୁଆମାନଙ୍କ ମଧ୍ଯରୁ ଆଉ ଗୋଟିକୁ ନଇେ ତାକୁ ୟୁବାସିଂହ କଲା।

Nahum 2:11
ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்