Base Word
גְּמוּל
Short Definitiontreatment, i.e., an act (of good or ill); by implication, service or requital
Long Definitiondealing, recompense, benefit
Derivationfrom H1580
International Phonetic Alphabetɡɛ̆ˈmuːl
IPA modɡɛ̆ˈmul
Syllablegĕmûl
Dictionɡeh-MOOL
Diction Modɡeh-MOOL
Usage+ as hast served, benefit, desert, deserving, that which he hath given, recompense, reward
Part of speechn-m

Judges 9:16
ଯଦି ବାସ୍ତବ ରେ ତୁମ୍ଭମାନେେ ଅବୀମଲକେକକ୍ସ୍ଟ ରାଜା କରିବା ରେ ସାଧକ୍ସ୍ଟତା ଅବଲମ୍ବନ କରିଥାଅ ଓ ଏହା କରିବା ଦ୍ବାରା ତୁମ୍ଭମାନେେ ଓ ୟିରକ୍ସ୍ଟଦ୍ଦାଲ୍ ଓ ତା'ର ପରିବାର ପ୍ରତି ନିରପେକ୍ଷ ଦଖାଇେଥାଅ ଏବଂ ଯଦି ସମାନଙ୍କେ ପ୍ରାପ୍ଯ ଅନକ୍ସ୍ଟସା ରେ ବ୍ଯବହାର କରିଥାଅ।

2 Chronicles 32:25
କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।

Psalm 28:4
ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।

Psalm 94:2
ତୁମ୍ଭେ ହେଉଛ ସାରା ପୃଥିବୀର ବିଚାରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ୟାହା ସମାନେେ ଚାହାଁନ୍ତି।

Psalm 103:2
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।

Psalm 137:8
ହେ ବାବିଲୋନ, ତୁମ୍ଭେ ଧ୍ବଂସ ହବେ! ମୁଁ ୟେ କୌଣସି ଲୋକକୁ ଆଶୀର୍ବାଦ ଦବେି, ୟିଏ ତୁମ୍ଭକୁ ପ୍ରତିଦାନ ଦବେ, ୟାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।

Proverbs 12:14
ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।

Proverbs 19:17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।

Isaiah 3:11
ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

Isaiah 35:4
ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்