Base Word
זָכַךְ
Short Definitionto be transparent or clean (phys. or morally)
Long Definitionto be pure, be bright, be clean, be bright, clean
Derivationa primitive root (compare H2135)
International Phonetic Alphabetd͡zɔːˈkɑk
IPA modzɑːˈχɑχ
Syllablezākak
Dictiondzaw-KAHK
Diction Modza-HAHK
Usagebe (make) clean, be pure(-r)
Part of speechv

Job 9:30
ଯଦି ମୁଁ ବରଫ ରେ ନିଜକୁ ଧୌତ କରେ। ମୁଁ ହାତଗୁଡ଼ିକୁ ସାବୁନ ରେ ଧୋଇ ସଫା କରେ।

Job 15:15
ପରମେଶ୍ବର ଏମିତିକି ନିଜର ଦୂତମାନଙ୍କୁ ବିଶ୍ବାସ କରନ୍ତି ନାହିଁ। ପରମେଶ୍ବରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ଯ ପବିତ୍ର ନୁହେଁ।

Job 25:5
ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।

Lamentations 4:7
ଯିହୁଦାର କେତକେ ଲୋକ ପରମେଶ୍ବରଙ୍କୁ ସ୍ବତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହାଇେଥିଲେ। ସମାନେେ ନିର୍ମଳ ଥିଲେ; ସମାନେେ ହିମ ଅପେକ୍ଷା ଅକ୍ଷିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଲ ଥିଲେ। ସମାନଙ୍କେର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସମାନଙ୍କେର କ୍ଲାନ୍ତି ନୀଳକାନ୍ତ ମଣି ତୁଲ୍ଯ ଥିଲା।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்