Base Word
חַי
Short Definitionalive; also (as noun in plural) life
Long Definitionalive, living, life
Derivationfrom H2418
International Phonetic Alphabetħɑi̯
IPA modχɑi̯
Syllableḥay
Dictionhai
Diction Modhai
Usagelife, that liveth, living
Part of speecha

Ezra 6:10
ତହିଁରେ ସମାନେେ ସ୍ବର୍ଗସ୍ଥ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।

Daniel 2:30
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମାରେ ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ ବିଷଯ ପରମେଶ୍ବର ମାେ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାୟିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମାେ ପ୍ରତି ପ୍ରକାଶିତ ହାଇେଅଛି।

Daniel 4:17
ଜଣେ ପବିତ୍ର ସ୍ବର୍ଗଦୂତ ଏହି ଦଣ୍ତ ଘାଷେଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ଯମାନଙ୍କ ଉପ ରେ ସର୍ବୋପରିସ୍ଥ ପରମେଶ୍ବର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ବର ବିନଯୀ ଲୋକକୁ ରାଜ୍ଯ ଶାସନ ପାଇଁ ନିୟୁକ୍ତି କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।

Daniel 4:34
ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

Daniel 6:20
ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ବର ରେ ଡାକିଲା, ହେ ଜୀବିତ ପରମେଶ୍ବରଙ୍କ ସବେକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ବରଙ୍କୁ ସବୋ କରୁଅଛ, ସହେି ପରମେଶ୍ବର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?

Daniel 6:26
ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

Daniel 7:12
ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କତ୍ତୁର୍ତ୍ବ କାଢି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସମାନଙ୍କେୁ ଅନୁମତି ଦିଆଗଲା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்