Base Word
חַנּוּן
Short Definitiongracious
Long Definitiongracious
Derivationfrom H2603
International Phonetic Alphabetħɑnˈnuːn̪
IPA modχɑˈnun
Syllableḥannûn
Dictionhahn-NOON
Diction Modha-NOON
Usagegracious
Part of speecha

Exodus 22:27
ଯଦି ସେ ଲୋକର ଶରୀରକୁ ଆଚ୍ଛାଦନ କରିବା ପାଇଁ କୌଣସି ବସ୍ତ୍ର ନଥାଏ, ତବେେ ସେ କେଉଁଥି ରେ ଶାଇେବ? ଏବଂ ସେ ଯଦି ମାେତେ ଦୁଃଖ ରେ ଡାକେ, ତବେେ ମୁଁ ତା'ର କଥା ଶୁଣିବି କାରଣ ମୁଁ ଦୟାଳୁ।

Exodus 34:6
ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

2 Chronicles 30:9
ଯଦି ତୁମ୍ଭମାନେେ ଫରେିଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତବେେ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସମାନଙ୍କେୁ ବନ୍ଦୀ କରି ନଇୟୋଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫରେିଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଦୟାଳୁ ଓ ଅନୁଗ୍ରହ ରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭମାନେେ ତାହାଙ୍କ ନିକଟକୁ ଫରେି ଆସିବ, ତବେେ ସେ ତୁମ୍ଭମାନଙ୍କୁ ତ୍ଯାଗ କରିଯିବେ ନାହିଁ।

Nehemiah 9:17
ସମାନେେ ନିଯମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସମାନେେ, ସମାନଙ୍କେ ପାଇଁ କରିଥିବା ଆଶ୍ଚର୍ୟ୍ଯ କର୍ମମାନ ମନେ ରଖିଲେ ନାହିଁ। ସମାନେେ ଜିଦ୍ଖୋର ଥିଲେ। ଦାସତ୍ବ ଅବସ୍ଥାକୁ ଫରେିୟିବା ନିମନ୍ତେ ବିଦ୍ରୋହ ଭାବରେ ଜଣଙ୍କୁ ପ୍ରଧାନ କରି ନିୟୁକ୍ତି କଲେ।

Nehemiah 9:31
କାରଣ ତୁମ୍ଭେ ଦୟାବାନ, ତୁମ୍ଭେ ସମାନଙ୍କେୁ ପୁରାପୁରି ଧ୍ବଂସ କଲନାହିଁ। ତୁମ୍ଭେ ସମାନଙ୍କେୁ ପରିତ୍ଯାଗ କଲ ନାହିଁ କାରଣ ତୁମ୍ଭେ କୃପାମଯ ଦୟାଳୁ ପରମେଶ୍ବର ଅଟ।

Psalm 86:15
ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।

Psalm 103:8
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।

Psalm 111:4
ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

Psalm 112:4
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

Psalm 116:5
ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்