Base Word
חָפָה
Short Definitionto cover; by implication, to veil, to encase, protect
Long Definitionto cover, overlay, wainscotted, covered with boards or panelling
Derivationa primitive root (compare H2644, H2653)
International Phonetic Alphabetħɔːˈpɔː
IPA modχɑːˈfɑː
Syllableḥāpâ
Dictionhaw-PAW
Diction Modha-FA
Usageceil, cover, overlay
Part of speechv

2 Samuel 15:30
ଦାଉଦ ଜୈତକ୍ସ୍ଟନ ପର୍ବତ ଉପରକକ୍ସ୍ଟ ଚଢି଼ଲେ ଓ ସେ କାନ୍ଦକ୍ସ୍ଟଥିଲେ, ସେ ତାଙ୍କର ମକ୍ସ୍ଟଣ୍ତକକ୍ସ୍ଟ ଘୋଡାଇ ଦଇେ ଖାଲି ପାଦ ରେ ଗ୍ଭଲକ୍ସ୍ଟଥିଲେ।

2 Samuel 15:30
ଦାଉଦ ଜୈତକ୍ସ୍ଟନ ପର୍ବତ ଉପରକକ୍ସ୍ଟ ଚଢି଼ଲେ ଓ ସେ କାନ୍ଦକ୍ସ୍ଟଥିଲେ, ସେ ତାଙ୍କର ମକ୍ସ୍ଟଣ୍ତକକ୍ସ୍ଟ ଘୋଡାଇ ଦଇେ ଖାଲି ପାଦ ରେ ଗ୍ଭଲକ୍ସ୍ଟଥିଲେ।

2 Chronicles 3:5
ବଡ଼ କଠାେରୀର କାନ୍ଥ ରେ ଶଲୋମନ ଦବଦୋରୁ କାଠର ଆସ୍ତରଣ ଦଇେ ତା' ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥି ରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ।

2 Chronicles 3:5
ବଡ଼ କଠାେରୀର କାନ୍ଥ ରେ ଶଲୋମନ ଦବଦୋରୁ କାଠର ଆସ୍ତରଣ ଦଇେ ତା' ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥି ରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ।

2 Chronicles 3:7
କଡ଼ିକାଠ, ଚୌକାଠ, କାନ୍ଥ ଓ ଦ୍ବାରସବୁ ଶଲୋମନ ସୁବର୍ଣ୍ଣ ରେ ଆଚ୍ଛାଦନ କଲେ। କାନ୍ଥ ରେ କିରୁବଦୂତଗଣଙ୍କର ଛବି ଶଲୋମନ ଖୋଦାଇଲେ।

2 Chronicles 3:8
ଏହାପରେ ଶଲେଶମନ ମହାପବିତ୍ର ସ୍ଥାନ ନିର୍ମାର କଲେ। ଏହା ମହାପବିତ୍ର ସ୍ଥଳର ର୍ଦୈଘ୍ଯ କୋଡ଼ିଏ ହାତ ଏବଂ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଏହି ସ୍ଥାନ ମନ୍ଦିରର ଅବଶିଷ୍ଟ ସ୍ଥାନ ଭଳି ଥିଲା। ଏହି ମହାପବିତ୍ର ସ୍ଥଳର କାନ୍ଥ ରେ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ଚଢ଼ାଇଲେ। ଏହି ସୁନାର ଓଜନ 20,580 କିଲୋଗ୍ରାମରୁ ଅଧିକ ଥିଲା।

2 Chronicles 3:9
ସ୍ବର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ଯ ସୁନା ରେ ଆଚ୍ଛାଦନ କଲେ।

Esther 6:12
ଏହାପରେ ମର୍ଦ୍ଦଖଯ ପୁନର୍ବାର ରାଜଦ୍ବାରକୁ ଆସିଲା। ମାତ୍ର ମହାନ୍ ଶାେକକୁଳ ହାଇେ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।

Esther 7:8
ତବେେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତବେେଳେ ଏଷ୍ଟର ଯେଉଁ ଆସନ ରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡିଲା। ତେଣୁ ରାଜା କହିଲା, ଏ କ'ଣ ଗୃହ ମଧିଅରେ ମାେ ସାକ୍ଷାତ ରେ ରାଣୀକୁ ବଳାତ୍କାର କରିବ?

Psalm 68:13
ଘରେ ରହୁଥିବା ଲୋକମାନେ ମଧ୍ଯ ଧନ ଭାଗ ପାଇବେ। ସମାନେେ ରେ ୗପ୍ୟ ମଣ୍ଡିତ କପୋତର ଡ଼ଣୋ ପାଇବେ। ସମାନେେ ସୁବର୍ଣ୍ଣରେ ଝଲମଲ କରୁଥିବା ଡ଼ଣୋ ପାଇବେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்