Base Word
חׇפְשִׁי
Short Definitionexempt (from bondage, tax or care)
Long Definitionfree
Derivationfrom H2666
International Phonetic Alphabetħopˈʃɪi̯
IPA modχofˈʃiː
Syllableḥopšî
Dictionhope-SHEE
Diction Modhofe-SHEE
Usagefree, liberty
Part of speecha

Exodus 21:2
ଯଦି ତୁମ୍ଭେ ଜଣେ ଏବ୍ରୀଯ କ୍ରୀତଦାସ ନିଅ, ତବେେ ସେ ଛଅ ବର୍ଷ ତୁମ୍ଭର ସବୋ କରିବ। ସପ୍ତମ ବର୍ଷ ରେ ସେ ମୁକ୍ତ ହାଇଯେିବ। ତାକୁ ଆଉ କିଛି ମୂଲ୍ଯ ଦବୋକୁ ପଡିବ ନାହିଁ।

Exodus 21:5
ମାତ୍ର ଏପରି ହାଇପୋ ରେ ଯେ ସେ ଦାସ କହିପା ରେ ମୁଁ ମାରେ ମୁନିବ ନିକଟରେ ରହିବି। ଯଦି ସେ କ ହେ, 'ମୁଁ ମାରେମୁନିବକୁ ଭଲ ପାଏ, ମୁଁ ମାରେ ସ୍ତ୍ର, ପୁତ୍ରକନ୍ଯାକୁ ପ୍ ରମେ କରେ, ମୁଁ ମୁକ୍ତ ହବୋକୁ ଚାହୁଁ ନାହିଁ, ମୁଁ ଏଠା ରେ ରହିବି।'

Exodus 21:26
ଯଦି କହେି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହାଇୟୋଏ ତବେେ ତାକୁ ମୁକ୍ତ କରି ଦିଆୟିବ।

Exodus 21:27
ଯଦି କହେି ମୁନିବ ତା'ର ଦାସର ମୁହଁ ରେ ଆଘାତ କରେ ଓ ସେ ଯଦି ତା'ର ଦାନ୍ତ ହରାଏ ତବେେ ତା'ର ଦାନ୍ତ ପାଇଁ ତାକୁ ମୁକ୍ତି କରି ଦିଆୟିବ।

Deuteronomy 15:12
ତୁମ୍ଭମାନେେ ତୁମ୍ଭମାନଙ୍କର ସବୋ କରିବା ପାଇଁ ଯେଉଁ ଏବ୍ରୀଯ ଲୋକ ବା ମହିଳାମାନଙ୍କୁ କ୍ରିତଦାସ ଭାବେ କିଣିଥିବ। ତୁମ୍ଭମାନେେ ସମାନଙ୍କେୁ ଛଅ ବର୍ଷ ରଖିପାରିବ। କିନ୍ତୁ ସମସ୍ତ ବର୍ଷ ତୁମ୍ଭେ ସମାନଙ୍କେୁ ନିଶ୍ଚଯ ମକ୍ସ୍ଟକ୍ତ କରିବ।

Deuteronomy 15:13
କିନ୍ତୁ ତୁମ୍ଭମାନେେ ଯେତବେେଳେ ତୁମ୍ଭର କ୍ରିତଦାସମାନଙ୍କୁ ମକ୍ସ୍ଟକ୍ତ କରିବ, ସେତବେେଳେ ସମାନଙ୍କେୁ ମକ୍ସ୍ଟକ୍ତ ହସ୍ତ ରେ ୟିବାକକ୍ସ୍ଟ ଦବନୋହିଁ।

Deuteronomy 15:18
ତୁମ୍ଭେ ତାହାକକ୍ସ୍ଟ ମକ୍ସ୍ଟକ୍ତ କରି ବିଦାଯ କରିବା ବେଳେ ଏହା ତକ୍ସ୍ଟମ୍ଭ ଦୃଷ୍ଟି ରେ କଠିନ ବୋଧ ନ ହେଉ। କାରଣ ସେ ଛବର୍ଷ ଭିତ ରେ ଏକ ବତନଜେୀବିର ଦ୍ବିଗକ୍ସ୍ଟଣ ବତନରେ ଦାସ୍ଯକର୍ମ କରିଅଛି। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସକଳ କାର୍ୟ୍ଯ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

1 Samuel 17:25
ଜଣେ ଇଶ୍ରାୟେଲର ଲୋକ କହିଲା, ତୁମ୍ଭମାନେେ ସହେି ବ୍ଯକ୍ତିକକ୍ସ୍ଟ ଦେଖିଲକି ୟିଏ ଇଶ୍ରାୟେଲକକ୍ସ୍ଟ ଅବମାନନା କରିବାକୁ ଆସିଥିଲା? ଏହାକକ୍ସ୍ଟ ଯେଉଁଲୋକ ହତ୍ଯା କରିବ, ରାଜା ତାହାଙ୍କକ୍ସ୍ଟ ବହକ୍ସ୍ଟତ ଧନ ରେ ଧନବାନ କରିବେ ଓ ତାହାକକ୍ସ୍ଟ ଆପଣା କନ୍ଯା ଦବେେ। ଆଉ ଇଶ୍ରାୟେଲ ମଧିଅରେ ତା'ର ପିତୃ ଗୃହକକ୍ସ୍ଟ ନିଷ୍କର କରିବେ।

Job 3:19
ସବୁ ପ୍ରକାରର ଲୋକେ ଯଥା ଦରକାରୀ ଲୋକ ଓ ଅଦରକାରୀ ଲୋକ, ଏପରିକି କ୍ରୀତଦାସମାନେ ମଧ୍ଯ ସମାନଙ୍କେ ମୁନିବଙ୍କଠାରୁ କବର ରେ ମୁକ୍ତି ପାଆନ୍ତି।

Job 39:5
ଆୟୁବ, କିଏ ବଣୁଆ ଗଧକୁ ଛାଡ଼ି ଦିଅନ୍ତି ? ସେ ସମାନଙ୍କେର ଦଉଡ଼ିସବୁ ଫିଟାନ୍ତି ଏବଂ ସମାନଙ୍କେୁ ଛାଡ଼ି ଦିଅନ୍ତି।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்