Base Word | |
חֲשַׁבְיָה | |
Short Definition | Chashabjah, the name of nine Israelites |
Long Definition | a Merarite Levite |
Derivation | or חֲשַׁבְיָהוּ; from H2803 and H3050; Jah has regarded |
International Phonetic Alphabet | ħə̆.ʃɑbˈjɔː |
IPA mod | χə̆.ʃɑvˈjɑː |
Syllable | ḥăšabyâ |
Diction | huh-shahb-YAW |
Diction Mod | huh-shahv-YA |
Usage | Hashabiah |
Part of speech | n-pr-m |
1 Chronicles 6:45
ମାଲ୍ଲୁକ ହଶବିଯଙ୍କ ପୁତ୍ର ଥିଲେ। ହଶବିଯ ଅମତ୍ସିଯଙ୍କ ପୁତ୍ର ଥିଲେ। ଅମତ୍ସିଯ ହିଲ୍କିଯଙ୍କ ପୁତ୍ର ଥିଲେ।
1 Chronicles 9:14
ଲବେୀଙ୍କ ପରିବାରବର୍ଗର ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିଲେ : ହଶୂବ୍ଙ୍କ ପୁତ୍ର ଶମଯିଯ। ହଶୂଯ ଅସ୍ରୀକାମ୍ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶୂବ୍ଙ୍କ ପୁତ୍ର ଥିଲେ। ହଶବିଯ ମରାରିଙ୍କ ବଂଶଧର ଥିଲେ।
1 Chronicles 25:3
ୟିହୂଥୂନଙ୍କ ପରିବାରରୁ : ଗଦଲିଯ, ସରୀ, ୟିଶାଯାହ, ହଶବିଯ ଓ ମତ୍ତଥିଯ। ସମାନେେ ସମୁଦାଯ ଛଅ ଜଣ ଥିଲେ ୟିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ଓ ସଦାପ୍ରଭୁଙ୍କର ଧନ୍ଯବାଦ, ପ୍ରଶଂସା କରିବା ନିମନ୍ତେ ୟିଦୂଥୂନ ବୀଣାୟନ୍ତ୍ରର ବ୍ଯବହାର କରୁଥିଲେ।
1 Chronicles 25:19
ଦ୍ବାଦଶ ରେ, ହଶବିଯଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ
1 Chronicles 26:30
ହିବ୍ରୋଣଙ୍କର ପରିବାରରୁ ହଷବିଯ ଓ ତାଙ୍କର ଆତ୍ମୀଯମାନେ ସଦାପ୍ରଭୁଙ୍କର ସମସ୍ତ କାର୍ୟ୍ଯ ଓ ୟର୍ଦ୍ଦନ ନଦୀର ପଶ୍ଚିମ ରେ ଥିବା ରାଜାଙ୍କର ବ୍ଯବସାଯ ଦାଯିତ୍ବ ରେ ଥିଲେ। ହଷବିଯଙ୍କ ଦଳ ରେ 1,700 ଜଣ ପରାକ୍ରମୀ ବ୍ଯକ୍ତି ଥିଲେ।
1 Chronicles 27:17
ଲବେୀ : କମୂଯଲଙ୍କେ ପୁତ୍ର ହଶବିଯ।
2 Chronicles 35:9
ଆହୁରି ମଧ୍ଯ କନାନିଯ, ତାଙ୍କ ଭାଇ ଶମଯିଯ, ନଥନେଲ୍ଙ୍କ ହଶବିଯ, ୟିଯୁଯଲେ ଓ ୟୋଷାବଦ୍ ସହିତ 500 ମଷେ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲବେୀୟମାନଙ୍କୁ ଦେଲେ। ସହେି ଲୋକମାନେ ଲବେୀୟମାନଙ୍କର ନେତାଗଣ ଥିଲେ।
Ezra 8:19
ହସବିଯ ଓ ତାହା ସଙ୍ଗେ ମରାରି ବଂଶଧରମାନଙ୍କ ମଧ୍ଯରୁ ୟିଶଯାହ ତାହାର ଭାତୃଗଣ ଓ ସମାନଙ୍କେ ପୁତ୍ରଗଣ ଏପରି କୋଡିଏ ଜଣ।
Ezra 8:24
ତେଣୁ ମୁଁ ଯାଜକମାନଙ୍କ ମଧ୍ଯରୁ ବାରଜଣ ପ୍ରଧାନ ଲୋକଙ୍କୁ ଅର୍ଥାତ୍ ଶେ ରବେିଯ, ହଶବିଯ ଓ ସମାନଙ୍କେ ସହିତ ସମାନଙ୍କେର ଦଶଜଣ ଭ୍ରାତାଙ୍କୁ ପୃଥକ୍ କଲି।
Nehemiah 3:17
ତାର ନିକଟକୁ ଲବେୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତାପରେ ଅର୍ଦ୍ଧ କିଯୀଲା ପ୍ରଦେଶର ଅଧ୍ଯକ୍ଷ ହଶବିଯ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ।
Occurences : 15
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்