Base Word
יָגוֹן
Short Definitionaffliction
Long Definitiongrief, sorrow, anguish
Derivationfrom H3013
International Phonetic Alphabetjɔːˈɡon̪
IPA modjɑːˈɡo̞wn
Syllableyāgôn
Dictionyaw-ɡONE
Diction Modya-ɡONE
Usagegrief, sorrow
Part of speechn-m

Genesis 42:38
କିନ୍ତୁ ଯାକୁବ ତାଙ୍କୁ କହିଲେ, ମୁଁ ବିନ୍ଯାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିୟାଇଛି। ସେ ଜଣେ କବଳେ ରହିୟାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ୟାଏ ଏବଂ ରାସ୍ତା ରେ କିଛି ଗୋଟିଏ ହାଇୟୋଏ, ତବେେ ତୁମ୍ଭେ ମାେତେ ଶାେକରେ ମାରେ ଏହି ପକ୍ବ କେଶ ରେ କବରକୁ ପଠଇେ ଦବେ।

Genesis 44:31
ଆମ୍ଭର ପିତା ଏକ ଦୁଃଖି ବୃଦ୍ଧ ଲୋକ, ସେ ଯେତବେେଳେ ଦେଖିବେ ବିନ୍ଯାମୀନ ଆମ୍ଭ ସହିତ ନାହିଁ। ଏବଂ ଏହା ଆମ୍ଭର ଦୋଷ ହବେ। ଆମ୍ଭ ଯୋଗୁଁ ସେ ଦୁଃଖି ମଣିଷ ପରି ମୃତ୍ଯୁବରଣ କରିବେ।

Esther 9:22
ସେ ଆଦେଶ ଦେଲେ ଯେ, ସମାନେେ ସହେି ଦିନଗୁଡିକ ପାଳନ କରିବେ, ଯେତବେେଳେ ସମାନେେ ଶତୃମାନଙ୍କଠାରୁ ଆଶ୍ବସ୍ତ ପାଇଲେ ଏବଂ ସମାନଙ୍କେର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବ ରେ ବଦଳି ଗଲା, ଯେ ହତେୁ ଭୋଜିର ଦିନ, ଆନନ୍ଦର ଦିନ ରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରେତ୍ୟକକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।

Psalm 13:2
ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।

Psalm 31:10
ମାରେ ଜୀବନ ଦୁଃଖରେ ଶଷେ ହବୋକୁ ଯାଉଛି। ମାରେ ଜୀବନ ଦୁଃଖରେ ସରିୟିବ। ମାରେ ଅସ୍ଥିସବୁ କ୍ଷୀଣ ହାଇେ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହାଇଯୋଉଛି।

Psalm 107:39
ଯେତବେେଳେ ପରମେଶ୍ବରଙ୍କର ଲୋକମାନେ େଛାଟ ହାଇଗେଲେ ଏବଂ ଅତ୍ଯାଚାର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।

Psalm 116:3
ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।

Isaiah 35:10
ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।

Isaiah 51:11
ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।

Jeremiah 8:18
ହେ ପରମେଶ୍ବର ମାରେ ହୃଦଯ ଦୁଃଖ ରେ ଅଭିଭୂତ, ମୁଁ ଅତ୍ଯନ୍ତ ଭୟଭୀତ ଓ ମୂର୍ଚ୍ଛିତ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்