Base Word
יַהַץ
Short DefinitionJahats or Jahtsah, a place East of the Jordan
Long Definitiona place in Reuben east of the Dead Sea where Israel defeated Sihon king of the Amorites; site uncertain
Derivationor יַהְצָה; or (feminine) יַהְצָה; from an unused root meaning to stamp; perhaps threshing-floor
International Phonetic Alphabetjɑˈhɑt͡sˤ
IPA modjɑˈhɑt͡s
Syllableyahaṣ
Dictionya-HAHTS
Diction Modya-HAHTS
UsageJahaz, Jahazah, Jahzah
Part of speechn-pr-loc

Numbers 21:23
ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।

Deuteronomy 2:32
ଏହାପରେ ରାଜା ସୀହାନେ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବାକୁ ୟହସ ନାମକ ସ୍ଥାନକକ୍ସ୍ଟ ବାହାରି ଆସିଲେ।

Joshua 13:18
ୟହସ୍, କଦମୋେତ୍ ଓ ମଫୋତ୍।

Joshua 21:36
ରକ୍ସ୍ଟବନେ ବଂଶରକ୍ସ୍ଟ ବେତ୍ସର ତଳଭୂମି ୟହସ ଓ ତା'ର ତଳଭୂମି।

Judges 11:20
କିନ୍ତୁ ସୀହାନେ ନିଜର ସୀମାଦଇେ ଇଶ୍ରାୟେଲକକ୍ସ୍ଟ ୟିବାକକ୍ସ୍ଟ ଦଲୋ ନାହିଁ। ସୀହାନ୍େ ନିଜର ସମସ୍ତ ଲୋକଙ୍କକ୍ସ୍ଟ ଏକତ୍ର କରି ୟହସ ରେ ଛାଉଣୀ ସ୍ଥାପନ କଲେ। ତା'ପରେ ସମାନେେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ।

1 Chronicles 6:78
ମରାରି ବଂଶ ଆହୁରି ମଧ୍ଯ ରୁବନ୍େ ଗୋଷ୍ଠୀଠାରୁ ମରୁଭୂମିସ୍ଥ ବତେସର ସହର, ୟହସ, କଦମୋେତ୍ ଓ ମଫୋତ୍ ସହରଗୁଡ଼ିକ ପ୍ରାପ୍ତ ହେଲ। ରୁବନ୍େ ଗୋଷ୍ଠୀ ଯରେିଖୋ ନଗରର ପୂର୍ବ ପାଶର୍‌ବ ଓ ୟର୍ଦ୍ଦନ ନଦୀର ପୂର୍ବ ପାଶର୍‌ବ ରେ ବାସ କରୁଥିଲେ।

Isaiah 15:4
ହଶବୋନ୍ ଓ ଇଲିଯାଲି ଅତି ଉଚ୍ଚସ୍ବର ରେ କ୍ରନ୍ଦନ କରୁଛି। ସମାନଙ୍କେର ରବ ୟହସ୍ ପର୍ୟ୍ଯନ୍ତ ଶୁଣା ୟାଇଛି। ଏପରିକି ମାୟୋବର ସୈନ୍ଯମାନେ ଭୟ ରେ କମ୍ପିତ ହାଇେ ଆର୍ତ୍ତନାଦ କରୁଛନ୍ତି।

Jeremiah 48:21
ମାୟୋବ ସମସ୍ତ ଉଚ୍ଚ ଭୂମିମାନଙ୍କ ରେ ଓ ନିକଟବର୍ତ୍ତୀ ନଗର ଯଥା : ହଲୋନ, ୟହସ ଓ ମଫୋତ ରେ ପ୍ରଚାର କର।

Jeremiah 48:34
ହିଶବୋନ ଓ ଇଲିଯାଲୀର କ୍ରନ୍ଦନ ୟାହସ ପର୍ୟ୍ଯନ୍ତ ଶୁଣା ୟାଇଅଛି। ଆଉ ମଧ୍ଯ ସହେି କ୍ରନ୍ଦନ ସୋଯରଠାରୁ ହୋରୋନଯିମ ଓ ଇଗ୍ଲଥ୍ ଗଲୀଶୀଯା ପର୍ୟ୍ଯନ୍ତ ଶ୍ରୁତିଗୋଚର ହାଇେଅଛି। କାରଣ ନିମ୍ରୀମର ଜଳସବୁ ଶୁଷ୍କ ହାଇେଅଛି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்