Base Word
יְחִזְקִיָּה
Short DefinitionJechizkijah, the name of five Israelites
Long Definitionson of king Ahaz by Abi or Abijah and the 12th king of Judah; his reign was characterised by his godly conduct; reigned for 29 years
Derivationor יְחִזְקִיָּהוּ; from H3388 and H3050; strengthened of Jah
International Phonetic Alphabetjɛ̆.ħɪd͡z.k’ɪjˈjɔː
IPA modjɛ̆.χiz.kiˈjɑː
Syllableyĕḥizqiyyâ
Dictionyeh-hidz-kih-YAW
Diction Modyeh-heez-kee-YA
UsageHezekiah, Jehizkiah
Part of speechn-pr-m

2 Kings 20:10
ଏଥି ରେ ହିଜକିଯ ଉତ୍ତର କଲେ, ଛାଯା ଦଶପାହୁଣ୍ତ ଆଗକୁ ୟିବା ସହଜ କଥା, ମାତ୍ର ଦଶ ପାହୁଣ୍ତ ପଛକୁ ଘୁଞ୍ଚାଯାଉ।

1 Chronicles 4:41
ହିଜକିଯ ଯିହୁଦାର ରାଜା ଥିବା ସମୟରେ ଏହା ଘଟିଲା। ସହେି ଲୋକମାନେ ଗଦୋରକୁ ଆସିଲେ ଓ ହାମ୍ଙ୍କ ବଂଶଧରମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସମାନେେ ହମାତୀଯ ଲୋକମାନଙ୍କର ତମ୍ବୁସବୁ ନଷ୍ଟ କରି ଦେଲେ। ସହେି ଲୋକମାନେ ସଠାେରେ ବାସ କରୁଥିବା ମିଯନୀଯ ଲୋକମାନଙ୍କ ସହିତ ମଧ୍ଯ ୟୁଦ୍ଧ କଲେ। ସମାନେେ ସମସ୍ତେ ମିଯନୀଯ ଲୋକମାନଙ୍କୁ ବିନାଶ କଲେ। ଆଜି ମଧ୍ଯ ସଠାେରେ କୌଣସି ମିଯନୀଯ ଲୋକ ନାହାନ୍ତି। ତେଣୁ ଏହି ଲୋକମାନେ ସଠାେରେ ବସବାସ କରିବାକୁ ଆରମ୍ଭ କଲେ।

2 Chronicles 28:12
ଏହାପରେ ଇଫ୍ରଯିମର କେତକେ ନେତା ଦେଖିଲେ ଯେ, ଇଶ୍ରାୟେଲୀୟ ସୈନ୍ଯମାନେ ୟୁଦ୍ଧରୁ ଗୃହକୁ ପ୍ରତ୍ଯାବର୍ତ୍ତନ କଲେ। ସହେି ନେତାମାନେ ଇଶ୍ରାୟେଲୀୟ ସୈନ୍ଯମାନଙ୍କୁ ଭଟେିଲେ। ସହେି ନେତାମାନେ ଥିଲେ ୟିହୋହାନନ୍ଙ୍କ ପୁତ୍ର ଅସରିଯ, ମଶି ଲୋମାେତ୍ଙ୍କ ପୁତ୍ର ବରେିଖିଯ, ଶଲ୍ଲୁମଙ୍କର ପୁତ୍ର ୟହଷ୍କିଯ ଓ ହଦ୍ଲଯଙ୍କର ପୁତ୍ର ଅମାସା।

2 Chronicles 28:27
ଆହସ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ଆହସ୍ଙ୍କୁ ୟିରୁଶାଲମ ନଗର ରେ କବର ଦେଲେ। କିନ୍ତୁ ସମାନେେ ଆହସ୍ଙ୍କୁ ଇଶ୍ରାୟେଲର ରାଜାମାନଙ୍କର କବର ସ୍ଥାନ ରେ କବର ଦେଲେ ନାହିଁ। ହିଜକିଯ ଆହସ୍ଙ୍କ ସ୍ଥାନ ରେ ନୂତନ ରାଜା ହେଲେ ହିଜକିଯ ଆହସ୍ଙ୍କ ପୁତ୍ର ଥିଲେ।

2 Chronicles 29:1
ହିଜକିଯ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିଯଙ୍କ କନ୍ଯା ଥିଲେ।

2 Chronicles 29:20
ରାଜା ହିଜକିଯ ପରବର୍ତ୍ତୀ ଦିନ ପ୍ରତ୍ଯୁଷ ରେ ନଗରର ପଦାଧିକାରୀମାନଙ୍କୁ ଏକତ୍ର କଲେ ଓ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

2 Chronicles 29:30
ରାଜା ହିଜକିଯ ଓ ତାଙ୍କର ପଦାଧିକାରୀମାନେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାଗାନ କରିବାକୁ ଆଦେଶ ଦେଲେ। ସମାନେେ ଦାଉଦ ଓ ଆସଫ ଭବିଷ୍ଯତ୍ବକ୍ତାଙ୍କ ରଚିତ୍ ସଙ୍ଗୀତମାନ ଗାନ କଲେ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସମାନେେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ବରଙ୍କର ଉପାସନା କଲେ।

2 Chronicles 29:31
ହିଜକିଯ କହିଲେ, ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭମାନେେ ନିଜକୁ ସଦାପ୍ରଭୁଙ୍କ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ଯବାଦର ଉପହାରସବୁ ଆଣ। ଏହାପରେ ଲୋକମାନେ ବଳିଦାନ ଓ ଧନ୍ଯବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଚାହିଁଲା, ସେ ହାମବେଳି ଉପହାରସବୁ ଆଣିଲା।

2 Chronicles 29:36
ପରମେଶ୍ବର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷଯ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିଯ ଓ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସମାନେେ ଆନନ୍ଦିତ ଥିଲେ।

2 Chronicles 30:1
ରାଜା ହିଜକିଯ ଇଶ୍ରାୟେଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବର୍ତ୍ତମାନ ପ୍ ରରଣେ କଲେ। ସେ ଇଫ୍ରଯିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ଯ ପତ୍ରମାନ ଲେଖିଲେ। ହିଜକିଯ ସହେି ସମସ୍ତ ଲୋକଙ୍କୁ ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସମାନେେ ସମସ୍ତ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିପାରିବେ।

Occurences : 43

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்