Base Word
יָצַק
Short Definitionproperly, to pour out (transitive or intransitive); by implication, to melt or cast as metal; by extension, to place firmly, to stiffen or grow hard
Long Definitionto pour, flow, cast, pour out
Derivationa primitive root
International Phonetic Alphabetjɔːˈt͡sˤɑk’
IPA modjɑːˈt͡sɑk
Syllableyāṣaq
Dictionyaw-TSAHK
Diction Modya-TSAHK
Usagecast, cleave fast, be (as) firm, grow, be hard, lay out, molten, overflow, pour (out), run out, set down, stedfast
Part of speechv

Genesis 28:18
ଯାକୁବ ପ୍ରତ୍ଯୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦଇେଥିଲେ, ତାହା ନଇେ ସ୍ତମ୍ଭରୂପେ ସ୍ଥାପନ କଲେ। ଏହାପରେ ସେ ତା' ଉପରେ ତୈଳ ଢ଼ାଳିଲେ।

Genesis 35:14
ଯାକୁବ ସଠାେରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସଠାେରେ ପଯେ ନବୈେଦ୍ଯ ଓ ତୈଳ ଢ଼ାଳିଲେ।

Exodus 25:12
ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।

Exodus 26:37
ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Exodus 29:7
ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।

Exodus 36:36
ସମାନେେ ତା'ପାଇଁ ଶିଟୀମ୍ କାଠର ଚାରିସ୍ତମ୍ଭ କରି ସୁବର୍ଣ୍ଣ ରେ ମଡାଇଲେ। ଏବଂ ସେସବୁର ଆଙ୍କଡା ସୁନା ରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଚାରୋଟୀ ଚୁଙ୍ଗୀ ଢାଳିଲେ।

Exodus 37:3
ସେ ସୁବର୍ଣ୍ଣର ଚାରୋଟୀ କଡାକରି ଚାରି କଣ ରେ ଲଗାଇଲେ। ଏବଂ ଦୁଇ ପାଶର୍‌ବ ରେ ଦୁଇଟି କଡା ଥିଲା।

Exodus 37:13
ଏହାପରେ ସମାନେେ ମଜେର ଚତୁର୍ଦିଗ ରେ ଚାରିଟା ସୁବର୍ଣ୍ଣର କଳିକା ଲଗାଇଲେ, ଯେଉଁ ଦିଗ ରେ ମଜେକ ଗୋଡଗୁଡିକ ଥିଲା।

Exodus 38:5
ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।

Exodus 38:27
ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।

Occurences : 53

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்