Base Word
כַּחַשׁ
Short Definitionliterally a failure of flesh, i.e., emaciation; figuratively, hypocrisy
Long Definitionlying, deception
Derivationfrom H3584
International Phonetic Alphabetkɑˈħɑʃ
IPA modkɑˈχɑʃ
Syllablekaḥaš
Dictionka-HAHSH
Diction Modka-HAHSH
Usageleanness, lies, lying
Part of speechn-m

Job 16:8
ତୁମ୍ଭେ ମାେ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମାେତେ ଦୋଷୀ ବୋଲି ଭାବୁଛନ୍ତି।

Psalm 59:12
ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।

Hosea 7:3
ସମାନଙ୍କେର ମନ୍ଦ କାର୍ୟ୍ଯ ସମାନଙ୍କେର ରାଜାଙ୍କୁ ଖୁସୀ କରେ। ସମାନଙ୍କେର ମିଥ୍ଯା ସମାନଙ୍କେର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।

Hosea 10:13
କିନ୍ତୁ ତୁମ୍ଭମାନେେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭମାନେେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ଯାର ଫଳ ତୁମ୍ଭେ ଭକ୍ଷଣ କଲ। କାହିଁକି? କାରଣ ତୁମ୍ଭମାନେେ ତୁମ୍ଭ ଶକ୍ତି ଓ ସୈନ୍ଯବାହିନୀ ଉପ ରେ ବିଶ୍ବାସ ରଖିଛ।

Hosea 11:12
ଇଫ୍ରଯିମ ମିଥ୍ଯା ରେ ଆମ୍ଭର ଗ୍ଭରିପାଖ ରେ ଘରେିଗଲା। ଇଶ୍ରାୟେଲର ପରିବାର ଆମ୍ଭ ପ୍ରତି ବିଶ୍ବାସଘାତକତା କରିଛନ୍ତି।

Nahum 3:1
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்